କଟକ ଅଫିସ,୧୧ା୧୧ : କଟକ ଜିଲାରେ ଆଇଆଇସିସ୍ତରରେ ମଙ୍ଗଳବାର ଅଦଳବଦଳ ହୋଇଛି। ସଲେପୁର ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଦେବେନ୍ଦ୍ର କୁମାର ମଲ୍ଲିକଙ୍କୁ ବାଙ୍କୀ ଥାନା ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ବାଙ୍କୀ ଥାନା ଅଧିକାରୀ ସମୀର କୁମାର ପଣ୍ଡାଙ୍କୁ ଗୁରୁଡ଼ିଝାଟିଆ ଥାନା ଅଧିକାରୀ ଏବଂ ଗୁରୁଡିଝାଟିଆ ଥାନା ଅଧିକାରୀ ବିଜୟ କୁମାର ବିସିଙ୍କୁ ସାଲେପୁର ଥାନା ଅଧିକାରୀଭାବେ ବଦଳି କରାଯାଇଛି। ନରସିଂପୁର ଥାନାଧିକାରୀ ଲିଙ୍ଗରାଜ ଲେଙ୍କାଙ୍କୁ ଡାଇରେକ୍ଟର ଅଫ୍ ଇଣ୍ଟେଲିଜେନ୍ସ ବ୍ୟୁରୋ(ଡିଆଇବି) ଇନ୍ସପେକ୍ଟର ଏବଂ ଡିପିଓ ଦାୟୀତ୍ୱରେ ଥିବା ବିମଳ କୁମାର ବାରିକଙ୍କୁ ନରସିଂପୁର ଥାନା ଅଧିକାରୀ ଭାବେ ବଦଳି କରାଯାଇଥିବା ଏସ୍ପି କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ବଦଳି ନିର୍ଦ୍ଦେଶ ପାଇଥିବା ଅଧିକାରୀମାନେ ତୁରନ୍ତ ନୂତନ ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଗରିମା କନକ୍ଲେଭ୍, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ
ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…
ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍: କମୁଛି ମ୍ୟାଲେରିଆ ଜ୍ୱର ଭୟ
ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…
ଜଳ ନିଷ୍କାସନ ଫେଲ୍, ବେହାଲ ବରଗଡ଼ ସହର
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…
ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ
ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…
ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…
ଭୁବନେଶ୍ୱର,୨୫।୮(ପ୍ରସନଜିତ୍ ସାହୁ): ଇନ୍ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…
ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି
ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…
Archives

