ଓଏଏସ୍‌ ସ୍ତରରେ ଅଦଳବଦଳ: ଶ୍ବେତ କୁମାର ଦାଶ ବିଡିଏ ଯୁଗ୍ମ ଆୟୁକ୍ତ (ଇଷ୍ଟେଟ)

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍‌ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ (ପ୍ରଶାସନ) ସୁବ୍ରତ କୁମାର ନାୟକଙ୍କୁ କଳାହାଣ୍ଡି ଏଡିଏମ୍‌ ଭାବେ ବଦଳି କରାଯାଇଛି। ସେହିପରି ଏସ୍‌ଟି, ଏସ୍‌ସି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଡ. ଶ୍ବେତ କୁମାର ଦାଶଙ୍କୁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଯୁଗ୍ମ ଆୟୁକ୍ତ (ଇଷ୍ଟେଟ) ଭାବେ ନିଯୁକ୍ତ କରାଯାଇଛି। ଏହାସହ ଅବକାରୀ ଯୁଗ୍ମ ଆୟୁକ୍ତ ଦିବ୍ୟଲୋଚନ ମହାନ୍ତଙ୍କୁ ଯାଜପୁର ଏଡିଏମ ଦାୟିତ୍ୱ ଦିଆଯାଇଛି। ସୁବର୍ଣ୍ଣପୁର ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁଜୁରଙ୍କୁ ଭିମସାର କୁଳସଚିବ (ପ୍ରଶାସନ) ଭାବେ ଅବସ୍ଥାପିତ କରାଯାଇଛି। ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁ ରାଜ୍ୟ କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ଉପସଚିବ ଭାବେ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri