ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପାଇଁ ରିଲିଭ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ (ଏନ୍‌ଏଫ୍‌ଏସ୍‌ଏମ୍‌)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ନେବେ।

ଜଳ ସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଡ. ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ତଥା କମିଶନର ଭାବେ କାର୍ଯ୍ୟ କରିବା ସହିତ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ତଥା କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଉଥିଲେ।

ଅନ୍ୟପକ୍ଷରେ ବରିଷ୍ଠ ଆଇଏଏସ୍‌ ଶାଶ୍ୱତ ମିଶ୍ରଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଏବେ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’

ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି।...

ବାତ୍ୟା ‘ଅମ୍ଫନ’ ସହାୟତା: ୧୧ଲକ୍ଷ ଦେଲେ ରାଜ୍ୟପାଳ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୧୧ ଲକ୍ଷ ଟଙ୍କା ଦାନ କରିଛନ୍ତି । ବାତ୍ୟା ‘ଅମ୍ଫନ’ର ପୁନରୁଦ୍ଧାର କାର୍ଯ୍ୟ ପାଇଁ...

ମନ୍ତ୍ରୀଙ୍କ ବାସଭବନ ଘେରାଉ ପୂର୍ବରୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୫।୫୫(ବ୍ୟୁରୋ): ନ୍ୟାୟ ପାଇଁ ଲଢ଼େଇ କରୁଥିବା ରାଜ୍ୟର ୨୧ ପରିବାରର ମା’ଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଅଡ଼ୁଆରେ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ...

କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ...

ଚିଲିକାରେ ୭ ଦିନ ବନ୍ଦ ହେଲା ଭସାପୋଲ

କୃଷ୍ଣପ୍ରସାଦ,୨୭ା୭(ଡି.ଏନ୍‌.ଏ.): ଚିଲିକାରେ ୭ ଦିନ ପର୍ଯ୍ୟନ୍ତ ଭସାପୋଲ ଏବଂ ଡଙ୍ଗାକୁ ବନ୍ଦ କରିଦିଆଯାଇଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିଦିନ ହେବ କରୋନା ପଜିଟିଭ୍‌ଙ୍କ ସଂଖ୍ୟା...

ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା। ଖୁବ୍‌ଶୀଘ୍ର ରାଜ୍ୟର ଗୋଟିଏ କିମ୍ବା ଦୁଇଟିି ପର୍ଯ୍ୟଟନସ୍ଥଳୀକୁ ମିଳିବ ଆଦର୍ଶ ପର୍ଯ୍ୟଟନସ୍ଥଳୀର ମାନ୍ୟତା। ନୂଆଦିଲ୍ଲୀରେ ଅନୁଷ୍ଠିତ...

ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌

ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର...

ଆଜି ବ୍ରଜରାଜନଗର ଉପନିର୍ବାଚନ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମଙ୍ଗଳବାର ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଚାଲିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ...

Advertisement
Archives

Model This Week