ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ସେ ଗ୍ରୀଡ୍‌କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି କୃଷି ସଚିବ ଅରବିନ୍ଦ ପାଢ଼ୀ ହସ୍ତତନ୍ତ ଓ ବୟନ ଶିଳ୍ପ ସଚିବ ଦାୟିତ୍ୱରେ ରହିବେ। ଭାସ୍କର ଜ୍ୟୋତି ଶର୍ମା ବିଜ୍ଞାନ ଓ ବୈଷୟିକ ସଚିବ ଦାୟିତ୍ୱରେ ରହିବେ। ସୁରେଶ କୁମାର ବଶିଷ୍ଠଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ସଚିବ ଦାୟିତ୍ୱ ମିଳିଛି। ଶାଳିନୀ ପଣ୍ଡିତଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଭାବେ ଦାୟିତ୍ୱ ମିଳିଛି। ଗୁହା ପୁନମ ତାପସ କୁମାରଙ୍କୁ ପଞ୍ଚାୟତିରାଜ ଅତିରିକ୍ତ ସଚିବ ଦାୟିତ୍ୱ, ଡା. ବୃନ୍ଦା ଡି ମିଶନ ନିଦ୍ଦେର୍ଶକ, ସରୋଜ କୁମାର ମିଶ୍ରଙ୍କୁ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ୱ ମିଳିଛି। ସେହିପରି ବାଣିଜ୍ୟ ଓ ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ଆଇଆରଟିଏସ୍‌ ଅଫିସର ସଞ୍ଜୟ କୁମାର ମିଶ୍ରଙ୍କୁ ଅତିରିକ୍ତ ଭାବେ ଓପିଟିସିଏଲ ପରିଚାଳନା ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪: ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri