ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୧୦(ଅନିଲ ଦାସ)-ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଚକବନ୍ଦୀ କମିଶନର ପ୍ରତାପ ଚନ୍ଦ୍ର ରାଉତଙ୍କୁ ସମବାୟ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବା ବେଳେ ମୟୂରଭଞ୍ଜ ଏଡିଏମ୍‌ ରୁଦ୍ରନାରାୟଣ ମହାନ୍ତିଙ୍କୁ ଭୁବନେଶ୍ୱର ଏଡିଏମ୍‌ ଭାବେ ବଦଳି କରାଯାଇଛି। ସେହିପରି ଭୁବନେଶ୍ୱର ଏଡିଏମ୍‌ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ଲଘୁଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ଢେଙ୍କାନାଳ ସିଡିଏମ୍‌ଓ ନେତ୍ରାନନ୍ଦ ମଲ୍ଲିକଙ୍କୁ ମୟୂରଭଞ୍ଜ ଏଡିଏମ୍‌, ବ୍ରହ୍ମପୁର ଡେପୁଟି କଲେକ୍ଟର ଶୁଭଶ୍ରୀ ରଥଙ୍କୁ ବାଲେଶ୍ୱର ଅତିରିକ୍ତ ଜିଲାପାଳ, ହିନ୍ଦୋଳ ବିଡିଓ ଶଙ୍କର ମିଶ୍ରଙ୍କୁ ଜଗତ୍‌ସିଂହପୁର ସ୍ପେଶାଲ ଏଲ୍‌ଏଓ ଏବଂ ବାଲେଶ୍ୱର ଅତିରିକ୍ତ ଉପଜିଲାପାଳ ପାର୍ଥସାରଥି ହାଁସଦାଙ୍କୁ ପୁରୀ ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri