ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୧।୧୦(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, କାଜୁ ଉନ୍ନୟନ ନିଗମ ଏମ୍‌ଡି ଦିପ୍ତୀ ମହାପାତ୍ରଙ୍କୁ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି। ନବକୃଷ୍ଣ ଜେନାଙ୍କୁ ଯାଜପୁର ଏଡିଏମ୍‌ ଭାବେ ବଦଳି କରାଯାଇଛି। ଫୁଲବାଣୀ ଆଇଟିଡିଏ ପିଏ ନରେଶ ଚନ୍ଦ୍ର ସବରଙ୍କୁ ଗଜପତି ଛେଳିଗଡ଼ ଜଳସେଚନ ପ୍ରକଳ୍ପର ସ୍ବତନ୍ତ୍ର ଏଲ୍‌ଏଓ ଭାବେ ନିଯକ୍ତି ମିଳିଛି। ଯାଜପୁର ଏଡିଏମ୍‌ ଦୁଖବନ୍ଧୁ ନାୟକଙ୍କୁ ସୁକିନ୍ଦା ସ୍ବତନ୍ତ୍ର ଏଲ୍‌ଏଓ ଏବଂ ଆରଆର ଭାବେ ଅବସ୍ଥାପିତ କରାଯାଇଛି। ସରକାରୀ ଉପ ମୁଖ୍ୟ ସଚେତକଙ୍କ ବ୍ୟକ୍ତିଗତ ସଚିବ ଚିନ୍ମୟ କୁମାର ଆଚାର୍ଯ୍ୟଙ୍କୁ ଭୁବନେଶ୍ବର ସବ୍‌କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି। କୁଚିଣ୍ଡା ଆଇଟିଡିଏ ପିଏ ହେମସାଗର ଭୋଇଙ୍କୁ କୁଚିଣ୍ଡାର ଅତିରିକ୍ତ ସବକଲେକ୍ଟର ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri