ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ତଥା ବରିଷ୍ଠ ଓଏଏସ୍‌ ଅଫିସର ଯୁଗଳେଶ୍ୱରୀ ଦାସଙ୍କୁ ରାଜ୍ୟ ଇଏସ୍‌ଆଇ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ବରିଷ୍ଠ ଓଏଏସ୍‌ ଅଫିସର
ସୟେଦ ମହମ୍ମଦ ଅକଦାସଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭିନ୍ୟୁର ସ୍ବତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ କଟକରେ ଭୂସଂସ୍କାର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍‌ ଜ୍ୟୋତିର୍ମୟୀ ପ୍ରଧାନଙ୍କୁ କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ)ର ସଚିବ ଭାବେ ବଦଳି କରାଯାଇଥିବା ବେଳେ କୃଷି ବିଭାଗର ଅତିରିକ୍ତ ସଚିବ ସସ୍ମିତା ସାହୁଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଅତସୀ ଦାସଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଏସ୍‌ଆର୍‌ସି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?