ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପୃଥକ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଅତିରିକ୍ତ ସଚିବ ଓ ଯୁଗ୍ମ ସଚିବ ପାହ୍ୟାର ୪ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ବଦଳି କରାଯାଇଥିବା ବେଳେ ୩ ଜଣଙ୍କ ବଦଳି ବାତିଲ ହୋଇଛି। ଆଲୋକ କୁମାର କର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ, ସୂର୍ଯ୍ୟନାରାୟଣ ଦାସଙ୍କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ, ଶତ୍ରୁଘ୍ନ କର ଅତିରିକ୍ତ ଜିଲାପାଳ ମୟୂରଭଞ୍ଜ, ଭବେଶ କୁମାର ନାୟକ ମୟୂରଭଞ୍ଜ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଥିବା ବେଳେ ବରିଷ୍ଠ ଓଏଏସ୍‌ ଅଫିସର କୃଷ୍ଣପ୍ରସାଦ ପତି, ମୋହନ ଚରଣ ଦାସ ଓ ନିତ୍ୟାନନ୍ଦ ବାରିକଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି। ସେହିପରି ପଞ୍ଚାୟତିରାଜ ବିଭାଗ ବିଜ୍ଞପ୍ତି ଅନୁସାରେ ୧୨ଜଣ ଓଏଏସ୍‌ ଅଫିସରଙ୍କୁ ବିଭିନ୍ନ ବ୍ଲକର ବିଡିଓ ଭାବେ ନିଯୁକ୍ତି ମିଳିଛି। ସେହିପରି ୨୨ଜଣ ଓଆର୍‌ଏସ୍‌ ଅଫିସରଙ୍କୁ ପଦୋନ୍ନତି ଦିଆଯାଇ ଓଏଏସ୍‌ ଅଫିସର ଭାବେ ବିଭିନ୍ନ ସ୍ଥାନରେ ତହସିଲଦାର ଓ ବିଡିଓ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri