Advertisement

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(ବିଏମ୍‌ସି)ର ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ସୋମବାର ଏନେଇ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ସେହିପରି କୃଷି ବିଭାଗର ଅତିରିକ୍ତ ସଚିବ ବନାନୀ ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିୟୋଗ ବିଭାଗରେ ଦାୟିତ୍ୱ ଦିଆଯାଇଛି। ଶ୍ରବଣୀ ପଟ୍ଟନାୟକଙ୍କୁ ଓରେରାର ଯୁଗ୍ମ ସଚିବ ପଦରେ ଦାୟିତ୍ୱ ମିଳିଛି। ଶରତ ଚନ୍ଦ୍ର ବେହେରାଙ୍କୁ ଯାଜପୁର ଜିଲାର ଉପ ଜିଲାପାଳ କରାଯାଇଛି। ବାସୁଦେବ ମାହାରୀଙ୍କୁ ଦେଓଗଡ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଶ୍ରୀମନ୍ଦିର ଚୁଲା ଭାଙ୍ଗିଥିବା ସନ୍ଦିଗ୍ଧଙ୍କ ମା’

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ର ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ...

CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍‌ମାନେ...

ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ ସ୍ତ୍ରୀ

କପ୍ତିପଦା,୧୯ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରି ଦେଇଛନ୍ତି ସ୍ତ୍ରୀ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ...

ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ

ଲଖନପୁର, ୨।୯(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ...

ଓଡ଼ିଶା ସାଉଣ୍ଡ୍‌ ଡିଜାଇନର୍‌ଙ୍କୁ ଫିଲ୍ମଫେୟାର

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ସାଉଣ୍ଡ୍‌ ଡିଜାଇନର୍‌ ନୀହାର ରଞ୍ଜନ ସାମଲ। ୬୫ତମ ଫିଲ୍ମଫେୟାର ଆଓ୍ବାର୍ଡରେ ସାଉଣ୍ଡ୍‌ ଡିଜାଇନ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇ...

କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦

କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍‌ କ୍ୱାରାଣ୍ଟାଇନ୍‌ କେସ୍‌, ୨୬ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ...

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା...

Advertisement
Archives

Model This Week