ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ପାଇଛନ୍ତି। ମହିଳା ଓ ସଶକ୍ତିକରଣ ବିଭାଗ ଅତିରିକ୍ତ ସଚିବ ରଶ୍ମି ରଞ୍ଜନ ନାଏକଙ୍କୁ ଜଳ ସମ୍ପଦ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଏବଂ ମୋ ସ୍କୁଲର ଓଏସ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ଶାନ୍ତନୁ କୁମାର ମହାନ୍ତିଙ୍କୁ ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି। ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମନ୍ଦିତା ପ୍ରଧାନଙ୍କୁ ଜିଲାର ପ୍ରକଳ୍ପ ପିଡି, ଡିଆର୍‌ଡିଏ ନିଯୁକ୍ତ ହୋଇଛନ୍ତି। ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟାଙ୍କ ଓଏସ୍‌ଡି ଥିବା ଅମୀୟ କୁମାର ରାଉତଙ୍କୁ ମୋ କଲେଜର ଓଏସ୍‌ଡି ବାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ...

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ...

ବିଏମ୍‌ସି ବ୍ୟତୀତ ଆଜିଠୁ ଖୋର୍ଦ୍ଧା ଜିଲାର ଖୋଲିଲା ସମସ୍ତ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୮ା୮: ଦୀର୍ଘ ୩ମାସ ପରେ ସୋମବାରଠାରୁ ଖୋର୍ଦ୍ଧା ଜିଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିିଛି। କରୋନା ମହାମାରୀ ଯୋଗୁ ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ...

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ...

ଆମିଷ ବଜାର ଚଳଚଞ୍ଚଳ: ଜମୁଛି ବେପାର

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଆଜି ଛାଡ଼ଖାଇ। ପରମ୍ପରା ଅନୁସାରେ ପୂର୍ଣ୍ଣିମା ପରଦିନ ଛାଡ଼ଖାଇ । ହେଲେ ଗତକାଲି ଶନିବାର ଥିବାରୁ ଅଧିକାଂଶ ଘରେ ଆମିଷ କରାଯାଇ ନ ଥାଏ।...

କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା...

ଲୁଚିଛପି ନିଆଁ ଲଗାଉଥିଲେ, ଧରିଲା ବନ ବିଭାଗ

ବାଲିଗୁଡା,୧୧ା୩: ଫୁଲବାଣୀ ବନଖଣ୍ଡ ଅଧୀନ ଟିକାବାଲି ପରେଷ୍ଟ ରେଞ୍ଜ ଲାଇନପଡ଼ା ରିଜର୍ଭ ଜଙ୍ଗଲରେ ନିଆଁ ଲଗାଉଥିବା ଜଣେ ବ୍ୟକ୍ତିଙ୍କୁ ଟିକାବାଲି ବନବିଭାଗ କର୍ମଚାରୀ କାବୁ କରିଛନ୍ତି।...

ଅଠର ବର୍ଷର ଅପେକ୍ଷା

ବଇଣ୍ଡା,୨୮ା୧(ପରିକ୍ଷିତ ସାହୁ): କ୍ରୀଡ଼ାର ବିକାଶ ପାଇଁ ଯୋଜନା ପରେ ଯୋଜନା ହେଉଛି। କଳିଙ୍ଗ ଷ୍ଟାଡିୟମର ଆଧୁନିକୀକରଣ ଠାରୁ ଆରମ୍ଭ କରି ଜିଲା ଓ ବ୍ଲକସ୍ତରରେ ମିନି ଷ୍ଟାଡିୟମମାନ...

Advertisement
Archives

Model This Week