ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତି ଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ପ୍ରଦୀପ କୁମାର ନାୟକ-୨ଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁଙ୍କ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟକୁ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?