ସୀମାନ୍ତରେ ଗୁଳିବିନିମୟ: ଟଳିପଡ଼ିଲେ ୨ ମାଓବାଦୀ

ମାଲକାନଗିରି,୧।୩(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ ଜଙ୍ଗଲରେ ପୋଲିସ ଓ ମାଓବାଦୀ ଗୁଳିବିନିମୟ ହୋଇଛି ।
ସୂଚନା ମୁତାବକ କିସ୍ତାରାମ ଥାନା ନିକଟ ମେଟାଗୁଡା ଜଙ୍ଗଲରେ କିଛି ମାଓବାଦୀ ଥିବା ଜାଣ ଡିଆରଜି ଓ ପୋଲିସ ମିଳିତ ହୋଇ ଉକ୍ତ ଅଞ୍ଚଳରେ ଅପରେଶନ ଆରମ୍ଭ କରିଥିଲେ । ତେବେ ଏହି ସମୟରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ମାଓବାଦୀ ମୃତ୍ୟୁହୋଇଥିବା ସୂଚନା ମିଳିଛି। ତେବେ ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri