Posted inଜାତୀୟ

ସୀମାରେ ଭାରତ-ପାକିସ୍ତାନ ମଧ୍ୟରେ ମିଠା ଆଦାନ ପ୍ରଦାନ…

ନୂଆଦିଲ୍ଲୀ, ୧୪।୮ : ଭାରତ ଏବଂ ପାକିସ୍ତାନ ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ କରୂୁଛନ୍ତି। ଏହା ସହିତ ଉଭୟ ଦେଶ ୭୬ ତମ ସ୍ବାଧୀନତା ଦିବସ ପାଳନ କରୁଛନ୍ତି। ଏହି ଅବସରରେ ସୀମାରେ ଉଭୟ ପକ୍ଷ ସେନା ଅଧିକାରୀଙ୍କ ମଧ୍ୟରେ ମିଠା ଆଦାନ ପ୍ରଦାନ କରାଯାଇଛି। ସ୍ବାଧୀନତା ଦିବସ ଅବସରରେ ଅମୃତସରର ଅଟାରୀ-ୱାଘା ସୀମାରେ ପାକିସ୍ତାନ ରେଞ୍ଜର୍ସ ଏବଂ ସୀମା ସୁରକ୍ଷା ବଳ (ବିଏସଏଫ) ପରସ୍ପରକୁ ମିଠା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି।...

ପୁଲ୍‌ଓ୍ବାମା ଆକ୍ରମଣ: ବାପ-ଝିଅ ଗିରଫ

ଶ୍ରୀନଗର,୪ା୩(ପି.ଟି.): ଗତବର୍ଷ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା...

ହାଡ଼ ମଜଭୁତ କରେ କଞ୍ଚା ପନିର

ପନିର ଖାଇଲେ ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ ବୋଲି ଅଧିକାଂଶ ଲୋକଙ୍କ ମନରେ ଧାରଣା ଅଛି। ହେଲେ କଞ୍ଚା ପନିର ଶରୀର ପାଇଁ ଖୁବ୍‌...

ଗିରଫ ହେଲେ ୟସ୍‌ ବ୍ୟାଙ୍କର ଫାଉଣ୍ଡର ରାଣା

ମୁମ୍ବାଇ,୮।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ...

ବିବାହର ୧୦ ଦିନ ପରେ ସୀମାକୁ ଯାଇଥିଲେ ପୁଅ: ଫେରିଲେ କଫିନରେ ମୃତଦେହ ହୋଇ

ଡେରାଡୁନ,୨୫।୭: ବିବାହର ୧୦ ଦିନ ପରେ ସୀମାକୁ ଯାଇଥିବା ପୁଅ ଫେରିଛି ସତ ହେଲେ ଦୀର୍ଘ ୨୦ ବର୍ଷ ହେଲା ମା’ ଆଖିରୁ ଲୁହ ଶୁଖିନି।...

ପ୍ରବାସୀଙ୍କ ପାଇଁ ଆସନ୍ତା ୧୦ ଦିନରେ ଚାଲିବ ୨ହଜାର ୬ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୩।୫: ରେଳ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଶନିବାର କରାଯାଇଥିବା ଏକ ମିଳିତ ଖବରଦାତା ସମ୍ମିଳନୀରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂଣ୍ଣ୍ୟ ସଲିଳା ଶ୍ରୀବାସ୍ତବ...

‘ଅଣନିଃଶ୍ୱାସୀ କରିଦେଲେଣି ଚାଷୀ’

ନୂଆଦିଲ୍ଲୀ, ୨।୧୦(ପି.ଟି.): ସାରା ଦିଲ୍ଲୀକୁ ଆପଣମାନେ ଅଣନିଃଶ୍ୱାସୀ କରିସାରିଲେଣି। ଏବେ ସହର ଭିତରେ ପଶି ପୁଣିଥରେ ଆନ୍ଦୋଳନ ଚଳାଇବାକୁ ଚାହୁଁଛନ୍ତି ବୋଲି କ୍ଷୁବ୍ଧ ସୁପ୍ରିମକୋର୍ଟ ଶୁକ୍ରବାର...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ...

Advertisement
Archives

Model This Week