ଆଇଏଏସ ସ୍ତରରେ ଅଦଳ ବଦଳ; ପ୍ରଦୀପ୍ତ ହେଲେ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ୧୯୮୮ ବ୍ୟାଚର ଆଇଏଏସ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ଓଡିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଅଧ୍ୟକ୍ଷ ଭାବେ ବଦଳି କରାଯାଇଛି। ସେହିପରି ୧୯୮୮ ବ୍ୟାଚ ଆଇଏଏସ ଅଫିସର ତଥା ଓଏଫ୍‌ଡିସି ଅଧ୍ୟକ୍ଷ ଥିବା ପରାଗ ଗୁପ୍ତାଙ୍କୁ ସାଧାରଣ ଉଦ୍ୟୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ବଦଳି କରାଯାଇଛି। ୧୯୯୧ ବ୍ୟାଚ ଆଇଏଏସ ଅଫିସର ତାଥା ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ଥିବା ବିଜୟ ଆରୋରାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅଫିସର ଅନ ସ୍ବେଶାଲ ଡ୍ୟୁଟି( ଏଓଏସଡି) ଭାବେ ବଦଳି କରାଯାଇଛି। ଶନିବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri