ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫସର ଅରୁଣ କୁମାର ରାୟଙ୍କୁ କମ୍ୟୁନିକେଶନ ଏଡିଜିପି ଭାବେ ବଦଳି କରାଯାଇଥିବା ବେଳେ ଏଡିଜିପି କମ୍ୟୁନିକେଶନ ଲଳିତ ଦାସଙ୍କୁ ପୋଲିସ ହେଡ୍‌କ୍ୱାର୍ଟର୍ସର ଏଡିଜିପି, କେନ୍ଦ୍ରୀୟ ଡେପୁଟେଶନରେ ଥିବା ଓ୍ବାଇ.କେ.ଜେଠ୍‌ଓ୍ବାଙ୍କୁ ଆଇନଶୃଙ୍ଖଳା ଏଡିଜିପି ଭାବେ ବଦଳି କରାଯାଇଛି। ସେହିପରି ପୋଲିସ ମୁଖ୍ୟାଳୟର ଏଡିଜିପି ଥିବା ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ରଙ୍କୁ ଏସ୍‌ସିଆର୍‌ବି ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଅତିରିକ୍ତ ପୋଲିସ କମିଶନର ସଞ୍ଜୟ କୁମାର ସିଂଙ୍କୁ ଆଇଜିପି(ଆଧୁନିକୀକରଣ), ଆଇଜିପି (ଆଧୁନିକୀକରଣ) ଥିବା ରେଖା ଲୋହାନୀଙ୍କୁ ଦ୍ୱୈତ୍ୟନଗରୀ ଅତିରିକ୍ତ ପୋଲିସ କମିଶନର, କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଋତୁ ଆରୋରାଙ୍କୁ ଗୃହ ବିଭାଗର ଓଏସ୍‌ଡି, ଏସ୍‌ସିଆର୍‌ବି ନିର୍ଦ୍ଦେଶକ ରାଜେଶ କୁମାରଙ୍କୁ ଏଫ୍‌ଏସ୍‌ଏଲ୍‌ ଆଇଜିପି, ଢେଙ୍କାନାଳ ଏସ୍‌ପି ଥିବା ଅନୁପମା ଜେମ୍ସଙ୍କୁ ଭିଜିଲାନ୍ସ ଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri