ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ କଟକସ୍ଥିତ ଆରଡିସି କାର୍ଯ୍ୟାଳୟର ଅତିରିକ୍ତ କମିଶନର ସେଟଲମେଣ୍ଟ ଆଣ୍ଡ କନ୍‌ସୋଲିଡେଶନ ଭାବେ ବଦଳି କରାଯାଇଥିବା ବେଳେ ଗଜପତି ପିଡି ଡିଆରଡିଏ ମହେଶ୍ୱର ଚନ୍ଦ୍ର ନାୟକଙ୍କୁ ମାଲକାନଗିରି ଏଡିଏମ୍‌, ଅନୁଗୋଳ ଓଏମ୍‌ସି ଆଞ୍ଚଳିକ କାର୍ଯ୍ୟାଳୟର ସ୍ପେଶାଲ ଏଲ୍‌ଏଓ(ବୈତରଣୀ ଓ୍ବେଷ୍ଟ କୋଲ୍‌ ବ୍ଲକ) ରୋମାଞ୍ଚଳ ଖମାରିଙ୍କୁ ଗଜପତି ପିଡି ଡିଆରଡିଏ ଭାବେ ବଦଳି କରାଯାଇଛି। ସେହିପରି କେନ୍ଦୁଝର ଉପଜିଲାପାଳ ସୋନା ଟୁଡୁଙ୍କୁ କେନ୍ଦୁଝରର ଅତିରିକ୍ତ ଉପଜିଲାପାଳ, ଆନନ୍ଦପୁର ଉପଜିଲାପାଳ ଗୋପୀନାଥ କୁଅଁରଙ୍କୁ ଯାଜପୁର ଉପଜିଲାପାଳ, ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କୁ ଆନନ୍ଦପୁର ଉପଜିଲାପାଳ, ଓଏଲ୍‌ଏଲ୍‌ ଆଣ୍ଡ ସି ଡେପୁଟି ସେକ୍ରେଟାରି ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ଖଦି ଓ ଗ୍ରାମ୍ୟୋଦ୍ୟୋଗ ବୋର୍ଡ ଡେପୁଟି ସେକ୍ରେଟାରି, ବୋର୍ଡ ଅଫ୍‌ ରେଭିନ୍ୟୁର ଡେପୁଟି ସେକ୍ରେଟାରି ପ୍ରଭାତ କୁମାର ସାହୁଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନର ସେକ୍ରେଟାରି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଉପଦ୍ରବ: ପୁଣି ନେଲା ୨ ଜୀବନ

ମୋରଡ଼ା,୨୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ବନବିଭାଗ ଏହାକୁ ରୋକିବାରେ ଅସଫଳ ହେଉଥିବା ମଧ୍ୟ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ...

ସ୍ମିତାରାଣୀ ପ୍ରସଙ୍ଗ:ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ଭାଜପା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାଶପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗ ଲଗାତର ୪ଦିନ ହେଲା ଭାଜପା ସଦସ୍ୟମାନେ ବିଧାନସଭାରେ ଉଠାଇ ଆସୁଛନ୍ତି।...

ଛାତରୁ ପଡ଼ି ଆଇଆଇଟି ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍‌। ଚିରାଗଙ୍କୁ ଏକ ଘରୋଇ...

ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ଗୁରୁତର

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ସୋମବାର ପୁଣି ଥରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭିନ୍ନ ମୋଡ ନେଲା ରାଜା ଧରଣୀଧର ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷକଙ୍କ ନିର୍ଯାତନା ସହି ନ ପାରି ମୃତ୍ୟୁ ଅଭିଯୋଗ

ବଣାଇ,୧୦।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ରାଜା ଧରଣୀଧର ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ମୁରଲୀଧର ଭୂମିଜ(୧୫)ଙ୍କ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଶିକ୍ଷକ ନିର୍ଯାତନା...

୪୦୦ ଟଙ୍କାରେ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ):ରାଜ୍ୟ ସରକାର କରୋନା ପରୀକ୍ଷା ମାଗଣାରେ କରୁଛନ୍ତି। କିନ୍ତୁ ଘରୋଇ ଲାବରେଟୋରି ବା ହସ୍ପିଟାଲ ପାଇଁ ଧାର୍ଯ୍ୟ ହୋଇଥିବା ଆର୍‌ଟିପିସିଆର୍‌ ଟେଷ୍ଟ୍‌ ମୂଲ୍ୟରେ ସରକାର ପୁଣି...

ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା...

Advertisement
Archives

Model This Week