୬ ଥାନାଧିକାରୀଙ୍କ ଅଦଳବଦଳ

ଭଦ୍ରକ ଅଫିସ,୪।୭: ଭଦ୍ରକ ଜିଲା ପୋଲିସ ବିଭାଗର ନିର୍ଦ୍ଦେଶ ନଂ.୧୦୦୧/୨୦୨୨ ଅନୁଯାୟୀ ଜିଲାରେ ୬ ଥାନାଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଧାମନଗର ଥାନାଧିକାରୀ ଶ୍ରୀବଲ୍ଲଭ ସାହୁଙ୍କୁ ଚୁଡ଼ାମଣି ମେରାଇନ ଥାନାଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି। ତିହିଡ଼ି ଥାନାର ସବ୍‌ ଇନ୍ସପେକ୍ଟର ବନମାଳୀ ବାରିକଙ୍କୁ ପଦୋନ୍ନତି ଦିଆଯାଇ ଧାମନଗର ଥାନାଧିକାରୀ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଆଗରପଡ଼ା ଥାନାଧିକାରୀ ସୁକାନ୍ତି କେରେଇଙ୍କୁ ଧୂଷୁରୀ ଥାନା, ଇନ୍ସପେକ୍ଟର ମୋନାଲିସା କରଙ୍କୁ ଜିଲା ହେଡ୍‌କ୍ୱାର୍ଟରରୁ ଆଗରପଡ଼ା ଥାନାଧିକାରୀ ଭାବେ ବଦଳି କରାଯାଇଛି। ଚୁଡ଼ାମଣି ମେରାଇନ ଥାନାର ଇନ୍ସପେକ୍ଟର ସାବିତ୍ରୀ ପଣ୍ଡାଙ୍କର ବାସୁଦେବପୁର ଥାନା ଓ ବାସୁଦେବପୁର ଥାନାଧିକାରୀ ଅମିତ ଭୂୟଁାଙ୍କର ଭଦ୍ରକ ହେଡ୍‌କ୍ୱାର୍ଟରକୁ ବଦଳି ହୋଇଛି। ସେହିପରି ୧୩ ସବ୍‌ଇନ୍ସପେକ୍ଟର ଓ ୯ ଏଏସ୍‌ଆଇଙ୍କୁ ଜିଲା ମଧ୍ୟରେ ବିଭିନ୍ନ ଥାନାକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri