ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…

ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ, ୨୩୫ ଲିଟର ସହ ୬ ମୋଟର ସାଇକେଲ ଜବତ କରାଯାଇଛି । ଅବକାରୀ ବିଭାଗର ରାୟଗଡ଼ା ସଦର ଥାନା ଇନ୍ସପେକ୍ଟର ସତ୍ୟନାରାୟଣ ଦାସ ଏବଂ ଜିଲା ମୋବାଇଲ ସ୍କ୍ବାର୍ଡ ଅଧିକାରୀ କମ୍ବୁପାଣି ସିନ୍ଦୁରଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀ ଏଥିରେ ସାମିଲ ଥିଲେ। ରାୟଗଡ଼ା ଉପଖଣ୍ଡର ଜେ କେ ପୁର, ରାୟଗଡ଼ା ପିଚୁ କଲୋନୀ, କୁମ୍ଭିକୋଟା, ଭେଜପା, ଖଟଗନ୍ଥା, କଲ୍ୟାଣସିଂହପୁର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ନଦୀ ପାରିହୋଇ ଗ୍ରାମବାସୀଙ୍କ ଦୁଃଖ ବୁଝିଲେ ଜିଲାପାଳ

ନନ୍ଦପୁର,୨୭।୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ଶୁକ୍ରବାର ନନ୍ଦପୁର ବ୍ଲକର ରାଇସିଂ ପଞ୍ଚାୟତ ବାସକୀ ନଦୀ ପାରିହୋଇ ଦେବଷଣ୍ଢଗୁଡା ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରି…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri