ବ୍ୟବସାୟୀଙ୍କ ଘରେ ଅବକାରୀ ଚଢାଉ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ସଦର ଥାନା ଭାଟପୁର ଗାଁରେ ଶୁକ୍ରବାର ଏକ ବଡ଼ ଧରଣର ଅବକାରୀ ଚଢ଼ାଉ ହୋଇଛି। ବ୍ରାଉନ ସୁଗାର କାରବାର ନେଇ ଜଣେ ବ୍ୟବସାୟୀଙ୍କ ଘରେ ଏହି ଚଢାଉ କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଚଢାଉ ବେଳେ ବ୍ୟବସାୟୀଙ୍କ ଘରୁ ଏକ ମିକ୍ସଚର୍‌ ପ୍ୟାକେଟରୁ ୧୫୦ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଅନ୍ୟପକ୍ଷେ ଅଧିକାରୀମାନେ ୨ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛନ୍ତି। ଅନ୍ୟପକ୍ଷେ ଅବକାରୀ ଚଢ଼ାଉକୁ ବିରୋଧ କରି କିଛି ଗ୍ରାମବାସୀ ଅବକାରୀ କାର୍ଯ୍ୟାଳୟ ଘେରାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସହିତ ଆଲୋଚନା ପୂର୍ବରୁ ହର୍ମୁଜକୁ ନେଇ ଚେତାବନୀ ଦେଲା ଇରାନ, ଆମେ ପୁଣି ପ୍ରତିଶୋଧ ନେବୁ…

ତେହରାନ,୨୫ା୪: ଏକ ଇରାନୀ ପ୍ରତିନିଧି ଦଳ ବର୍ତ୍ତମାନ ପାକିସ୍ତାନରେ ଉପସ୍ଥିତ ଅଛନ୍ତି । ଦେଶର ବୈଦେଶିକ ମନ୍ତ୍ରୀ ନିଜେ ଏହି ଦଳର ନେତୃତ୍ୱ ନେଉଛନ୍ତି । ଆମେରିକା…

ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ଧରାପଡ଼ିଲେ ଫେରାର ଅଭିଯୁକ୍ତ ସ୍ୱାମୀ

ଖଜୁରିପଡ଼ା,୨୫ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ସୁଡ୍ରେଜୁ ଗାଁରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ସ୍ୱାମୀ ହତ୍ୟା ଘଟଣାରେ ଶନିବାର ସ୍ୱାମୀ ଗିରଫ ହୋଇଛନ୍ତି।…

ହରଭଜନ ସିଂଙ୍କ ଘର ବାହାରେ ପ୍ରବଳ ହଙ୍ଗାମା, କାନ୍ଥରେ ଦେଶଦ୍ରୋହୀ ଲେଖିଲେ AAP କର୍ମୀ

ନୂଆଦିଲ୍ଲୀ,୨୫ା୪: ଆମ ଆଦମୀ ପାର୍ଟି (ଆପ)ର ଅନେକ ରାଜ୍ୟ ସଭା ଏମପି ଭାଜପାରେ ଯୋଗଦେବା ପରେ ପଞ୍ଜାବରେ ରାଜନୈତିକ ପାଣିପାଗ ଉଷ୍ମ ରହିଛି । ଦଳର କର୍ମୀମାନଙ୍କ…

ପାନୀୟ ଜଳ ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

ପୁରୁଷୋତ୍ତମପୁର,୨୫ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ପାନୀୟ ଜଳ ଲାଗି ମହିଳାମାନେ ଶନିବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ପାଣି ଯୋଗାଇଦେବାକୁ ଦାବିକରି ବ୍ରହ୍ମପୁର-ପୁରୁଷୋତ୍ତମପୁର…

ରାଘବ ଛାଡିଲେ AAP, ହେଲେ କାହିଁକି ଭାଇରାଲ ହେଉଛି ପରିଣୀତିଙ୍କ ପୁରୁଣା ଭିଡ଼ିଓ? ଦେଖନ୍ତୁ ସମ୍ପୂର୍ଣ୍ଣ ଭିଡ଼ିଓ

ମୁମ୍ବାଇ,୨୫।୪: ପରିଣୀତି ଚୋପ୍ରା ଏବଂ ରାଘବ ଚଡ୍ଡା ବର୍ତ୍ତମାନ ସବୁଠାରୁ ଚର୍ଚ୍ଚିତ ଦମ୍ପତି। ସେମାନେ ସେମାନଙ୍କର ଲଭଲି କେମେଷ୍ଟ୍ରି ଏବଂ ସାଧାରଣରେ ବାରମ୍ବାର ଏକାଠି ଦେଖାଯିବା ଦ୍ୱାରା…

ମେ’ରେ ମାଲାମାଲ୍‌ ହେବେ ୫ ରାଶି! ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ପ୍ରସିଦ୍ଧ ବାବା ଭେଙ୍ଗାଙ୍କ ଦ୍ୱାରା କରାଯାଇଥିବା ଅନେକ ଭବିଷ୍ୟବାଣୀ ସତ ପ୍ରମାଣିତ ହୋଇଛି। ବାବା ଭେଙ୍ଗା ତାଙ୍କ ଭବିଷ୍ୟବାଣୀ ଯୋଗୁଁ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ତେବେ ନିକଟରେ…

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

କଟକ,୨୫ା୪(ପ୍ରଭୁକଲ୍ୟାଣ ପାଲ୍): କଟକରେ ଆମ ବସ୍ ଦୁର୍ଘଟଣା । କ୍ୟାଣ୍ଟନମେଣ୍ଟ ରୋଡ୍‌ରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍ । ବସ୍ ଧକ୍କାରେ ସ୍ୱାମୀ ଓ ସ୍ତ୍ରୀ…

AAP ଛାଡିଲେ ୭ ଏମପି, କଂଗ୍ରେସ କହିଲା-‘ମୋଦିଙ୍କ ଓ୍ବାଶିଂ ମେଶିନ ପୁଣି ସକ୍ରିୟ ହୋଇଗଲାଣି’

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟିର ସାତ ଜଣ ଏମପି ରାଘବ ଚଢା ଏବଂ ସନ୍ଦୀପ ପାଠକଙ୍କ ସମେତ ୭ଜଣ ଦଳ ବିରୁଦ୍ଧରେ ବିଦ୍ରୋହ କରିଛନ୍ତି। ଏମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri