ଟ୍ରକ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର ଅଫିସ, ୨।୧୨: ବଲାଙ୍ଗୀର ସହର ଦୁର୍ଗାମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ହେଲେ ଚଁଟିଆପଡାର ନିର୍ମଳ । ଏହି ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଟ୍ରକରେ ନିଆଁ ଲଗାଇ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପେସାଦାର ଅପରାଧୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ବ୍ରହ୍ମପୁରର ଏସ୍‌ପି ଭାବେ ଡା. ଶ୍ରବଣ ବିବେକ ଏମ୍‌. ଯୋଗଦେବା ପରେ ପୋଲିସ ଜିଲାର ପେସାଦାର ଅପରାଧୀ ଓ ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ...

ଫାର୍ମାସିଷ୍ଟଙ୍କ ଜୀବନ ନେଲା କରୋନା: ଗାର୍ଡ ଅଫ୍‌ ଅନର ସହ ଶେଷକୃତ୍ୟ ସମ୍ପନ୍ନ

ପୁରୁଷୋତ୍ତମପୁର,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପାଣ୍ଡିଆ ଗ୍ରାମର ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଓ୍ବାଇ ରାଜକୁମାର (୪୬)। ସେ ଦୀର୍ଘ...

ଭେଜାଲ ଖାଦ୍ୟ ସାମଗ୍ରୀ ରୋକିବ ସ୍କ୍ବାଡ୍‌

କଟକ ଅଫିସ, ୨।୧୨:କଟକ ଜିଲାରେ ଭେଜାଲ ତଥା ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କାରଖାନାଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ବୁଧବାର ଜିଲାପାଳ ଭବାନୀ...

ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା

ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ...

କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ

କେସିଙ୍ଗା,୧୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତରେ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୁପିନ୍ଦର ସିଂହ...

ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି

ବ୍ରହ୍ମଗିରି, ୧୯।୫(ଡି.ଏନ୍‌.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା...

କଟକ ଯିବାକୁ ଆଠମଲ୍ଲିକବାସୀ ହନ୍ତସନ୍ତ: ୩ ଦିନ ହେଲା ଆସୁନି ‘କୃଷ୍ଣପ୍ରିୟା’

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରଠାରୁ କଟକ ଯିବାକୁ ୩ ଦିନ ହେଲା ଅସୁବିଧା ଭୋଗୁଛନ୍ତି ଲୋକେ। ଦୀର୍ଘଦିନରୁ ଆଠମଲ୍ଲିକ ଉପାନ୍ତ ଅଞ୍ଚଳରୁ ଯାତାୟାତ...

କାର୍‌ରେ ମଦ ଚାଲାଣ, ୨ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କାର୍‌ରେ ମଦ ଚାଲାଣ କରୁଥିବାବେଳେ କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଅଭିଯୁକ୍ତ। ସେମାନେ ହେଲେ ମାର୍ଥାପୁର ଗ୍ରାମର ଅନିଲ ମିଶ୍ର ଏବଂ ଡ୍ରାଇଭର...

Advertisement
Archives

Model This Week