ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୫।୧: କୋଭିଡ୍‌ ନିୟମ ଉଲ୍ଲଘଂନ କରି ହେଉଥିଲା ନିର୍ବାଚନ ପ୍ରଚାର । ବିରୋଧ କରିବାରୁ ଗ୍ରାମରେ ଦେଖାଦେଇଛି ଉତ୍ତେଜନା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବାଇଗଣ ବାଡିଆ ପଞ୍ଚାୟତ ଝାଡ଼ପିମ୍ପଳଠାରେ। ସୋମବାର ସନ୍ଧ୍ୟାରେ ପ୍ରାର୍ଥିପତ୍ର ଯାଞ୍ଚ ପରେ ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର କରାଯାଇଥିଲା। କୋଭିଡ୍‌ କଟକଣା ଉଲ୍ଲଘଂନ କରି ୩୦୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ବୈଠକ କରୁଥିବା ବେଳେ ଗ୍ରାମର କିଛିଲୋକ ଏହାକୁ ବିରୋଧ କରିଥିଲେ। କରୋନା ସଂକ୍ରମଣ ବଢ଼ୁଥିବା ବେଳେ କାହିଁକି ସଭା କରୁଛନ୍ତି ବୋଲି ପଚାରିବାରୁ ସମର୍ଥକ ଓ ବିରୋଧୀ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇ ଥିଲା। ବିରୋଧୀଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲିଠୁ କମିବ ତାତି!

ଭୁବନେଶ୍ୱର,୩୦।୪(ବ୍ୟୁରୋ): କାଲିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା

ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି।...

୧୦ ଟଙ୍କା ରିଚାର୍ଜ ନାମରେ ଠକିନେଲେ ୩.୯୫ ଲକ୍ଷ ଟଙ୍କା

ନୂଆପଡ଼ା ଅଫିସ,୧୩।୩: ନୂଆପଡ଼ା ଜିଲାରେ ଦିନକୁ ଦିନ ସାଇବର ଠକେଇ ବଢିଚାଲିଛି। ନୂଆପଡ଼ାରେ ରହୁଥିବା ଶିକ୍ଷକ ଅହିଂସା ରଞ୍ଜନ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି...

ନକଲି ଡାକ୍ତର ଏବଂ ସ୍ତ୍ରୀଙ୍କୁ ଏକାଠି ଜେରା କରିବ ପୋଲିସ

ଭୁବନେଶ୍ବର,୧୫।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ନକଲି ଡାକ୍ତର ରମେଶ ସ୍ବାଇଁ ଘଟଣାରେ ରମେଶ ଏବଂ ସ୍ତ୍ରୀ କମଳା ସ୍ବାଇଁଙ୍କୁ ଏକାଠି ପୋଲିସ ଶୁକ୍ରବାର ଜେରା କରିବ। ପୋଲିସ...

ଚିତ୍ରକୋଣ୍ଡା ବିଡିଓଙ୍କ ଆଲବମ୍‌ ଭିଡିଓ ଭାଇରାଲ

ମାଲକାନଗିରି,୪ା୧୦ (ଡି.ଏନ.ଏ.)-ଚିତ୍ରକୋଣ୍ଡା ବିଡିଓ ଲରିମନ ଖର୍ସେଲଙ୍କ ଏକ ଆଲବମ୍‌ ଭିଡିଓ ଶନିବାର ଭାଇରାଲ ହୋଇଛି। ସେ ଜଣେ ଓଡିଶା ପ୍ରଶାସନିକ ଅଧିକାରୀ ହୋଇଥିବା ବେଳେ ସମ୍ପୃକ୍ତ...

ଆମ୍ବୁଲାନ୍ସରୁ ତେଲ ସରିବା ଘଟଣା: ସ୍ବାସ୍ଥ୍ୟ ବିଭାଗକୁ ଭାଜପାର କଡ଼ା ସମାଲୋଚନା

ଭୁବନେଶ୍ୱର,୭ା୧୦:(ବ୍ୟୁରୋ) ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ବିଭାଗର ଖାମଖିଆଲି ନୀତି ଯୋଗୁ ରୋଗୀସେବା ଅନେକ ସ୍ଥାନରେ ବାଧାପ୍ରାପ୍ତ ହେଉଛି ା ମେଡିକାଲରେ ଡାକ୍ତର ଅଭାବ,...

୩ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍‌ ଜାରି କରାଯାଇଛି।...

‘ମୁକ୍ତି ସଂଗ୍ରାମ ଇତିହାସର ଅମଳିନ ଅଧ୍ୟାୟ’

ଏରସମା,୬।୯(ସ୍ବ.ପ୍ର.): ସୋମବାର ଏରସମା ବିପ୍ଳବ ଦିବସ। ବ୍ରିଟିଶ ଶାସନ ବିରୋଧରେ ଏରସମାବାସୀ ଏକତ୍ରିତ ହୋଇ ଗୋଟିଏ ଥାନା ପୋଡ଼ିଦେଇଥିଲେ। ୬ ସେପ୍ଟେମ୍ବର ୧୯୪୨ରେ ଏହି ଘଟଣା...

Advertisement
Archives

Model This Week