ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୫।୧: କୋଭିଡ୍‌ ନିୟମ ଉଲ୍ଲଘଂନ କରି ହେଉଥିଲା ନିର୍ବାଚନ ପ୍ରଚାର । ବିରୋଧ କରିବାରୁ ଗ୍ରାମରେ ଦେଖାଦେଇଛି ଉତ୍ତେଜନା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବାଇଗଣ ବାଡିଆ ପଞ୍ଚାୟତ ଝାଡ଼ପିମ୍ପଳଠାରେ। ସୋମବାର ସନ୍ଧ୍ୟାରେ ପ୍ରାର୍ଥିପତ୍ର ଯାଞ୍ଚ ପରେ ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର କରାଯାଇଥିଲା। କୋଭିଡ୍‌ କଟକଣା ଉଲ୍ଲଘଂନ କରି ୩୦୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ବୈଠକ କରୁଥିବା ବେଳେ ଗ୍ରାମର କିଛିଲୋକ ଏହାକୁ ବିରୋଧ କରିଥିଲେ। କରୋନା ସଂକ୍ରମଣ ବଢ଼ୁଥିବା ବେଳେ କାହିଁକି ସଭା କରୁଛନ୍ତି ବୋଲି ପଚାରିବାରୁ ସମର୍ଥକ ଓ ବିରୋଧୀ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇ ଥିଲା। ବିରୋଧୀଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ଉତ୍ତେଜନା

ଯାଜପୁର ଟାଉନ ୧୪।୮(ଡି.ଏନ୍‌.ଏ.): ଯାଜପୁର ସହର ନିକଟସ୍ଥ ବୈତରଣୀ ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ବୁଧବାର ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ କେନ୍ଦ୍ରକରି...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ...

କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ

କଣ୍ଟାପଡ଼ା,୧୨।୧୧(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ...

ଶ୍ରୀକ୍ଷେତ୍ରର ମଠ ସଂସ୍କୃତି

ପ୍ରାକ୍‌ କଥନ- ଆଜକୁ ବାରଶହ ବର୍ଷ ପୂର୍ବେ ଶ୍ରୀକ୍ଷେତ୍ର ବା ଶ୍ରୀପୁରୁଷୋତ୍ତମ କ୍ଷେତ୍ରଠାରେ ମଠ ସଂସ୍କୃତିର ସମୃଦ୍ଧ ଧାରାର ଅୟମାରମ୍ଭ ଘଟି ପଞ୍ଚଦଶ, ଷୋଡ଼ଶ ଶତାବ୍ଦୀ...

ଫନୀକୁ ମାସେ ବିତିଲା: ଖୋଲା ଆକାଶ ତଳେ ବିତୁଛି ବିପନ୍ନଙ୍କ ଜୀବନ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ଦୀର୍ଘ ୧ ମାସ ବିତିଯାଇଛି। ତଥାପି ବିପନ୍ନଙ୍କ ଦୁଃଖ ଓ ଦୁର୍ଦ୍ଦଶାର ଅନ୍ତଃ ଘଟୁ ନାହିଁ। ଏଭଳି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି...

ମୃତ କର୍ମଚାରୀ ପରିବାରକୁ ମିଳିବ ଚତୁର୍ଥଶ୍ରେଣୀ ପଦବୀ

ଭୁବନେଶ୍ୱର, ୮ା୨ (ବ୍ୟୁରୋ): ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ। ଏନେଇ...

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସମେତ ୫ ଗିରଫ

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର (ଡି.ଏନ.ଏ.),୨୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷ ଜେଲ୍‌ରୁ ମୁକୁଳିବା ପରେ ସହଯୋଗୀଙ୍କ ସହିତ ମିଶି ସୋମବାର ସନ୍ଧ୍ୟାରେ ଡକାୟତି...

Advertisement
Archives

Model This Week