Posted inଜାତୀୟ

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨ ଟ୍ୟାଙ୍କ ସହିତ ବିଏମ୍‌ପି-୨ ଇନଫାଣ୍ଟ୍ରି କମ୍ବାଟ୍‌ ଭେହିକିଲ୍‌ ମଧ୍ୟ ମୁତୟ ନ କରାଯାଇଛି। ଏହା ମାଇନସ୍‌ ୪୦ ଡିଗ୍ରୀ ତାପମାତ୍ରାରେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିବ। ଏହାକୁ ପୂର୍ବ ଲଦାଖର ଚୁମାର-ଡେମଚୋକ୍‌ଠାରେ ମୁତୟନ କରାଯାଇଛି। ଶତ୍ରୁ ପକ୍ଷର ମୁକାବିଲା ପାଇଁ ଏସବୁ ଯୁଦ୍ଧ ସରଞ୍ଜାମ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ ବୋଲି ୧୪-କପର୍ସ ଚିଫ୍‌ ଅଫ୍‌ ଷ୍ଟାପ୍‌ ମେଜର ଜେନେରାଲ ଅରବିନ୍ଦ କପୁର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବ ଲଦାଖ ଅଞ୍ଚଳର ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପରିସ୍ଥିତି ଉପରେ ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ତୀକ୍ଷଣ ଦୃଷ୍ଟି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri