ଭୁବନେଶ୍ୱର, ୭।୧୧: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ୫୯୪.୯୧ ପଏଣ୍ଟ ବଢି ୬୪,୯୫୮.୬୯ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ରେ ମଧ୍ୟ ୧୮୧ (୧୮୧.୧୫) ପଏଣ୍ଟ ବୃଦ୍ଧି ଘଟି ୧୯,୪୧୨(୧୯,୪୧୧.୭୫) ଅଙ୍କରେ କାରବାର ବନ୍ଦ କରିଥିଲା। ବିଏସଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା।
ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…
ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…
ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…
Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…
ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…
୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ
ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍ର ଟାର୍ଗେଟ୍କୁ ଟିମ୍ ସିଫର୍ଟ…
ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ
ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…
Archives

