ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୧୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୨୨ (୧୨୨.୧୦) ପଏଣ୍ଟ ବଢି ୭୧,୪୩୭ (୭୧,୪୩୭.୧୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୪(୩୪.୪୫) ପଏଣ୍ଟ ବୃଦ୍ଧି ଘଟି ୨୧,୪୫୩ (୨୧,୪୫୩.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ୍‌, ସ୍ମଲ କ୍ୟାପ୍‌ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri