ଭୁବନେଶ୍ୱର,୩।୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୪୪୦ (୪୪୦.୩୩) ପଏଣ୍ଟ ବଢି ୭୨,୦୮୬ (୭୨,୦୮୫.୬୩) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୫୬ (୧୫୬.୩୫) ପଏଣ୍ଟ ବୃଦ୍ଧି ଘଟି ୨୧,୮୫୪ (୨୧,୮୫୩.୮୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ବିଶେଷକରି ଅନ୍ତରୀଣ ବଜେଟ୍ର ପ୍ରଭାବ ପୁଞ୍ଜି ବଜାର ଉପରେ ଦେଖାଦେଇଛି।
୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ
ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…
ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD
ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…
ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…
ମ୍ୟାକ୍ସ ପିକ୍ଅପ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର
ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …
କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର
ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…
ଟ୍ରେଲର୍କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍; ୫ରୁ ଅଧିକ ଯାତ୍ରୀ ଆହତ
ଚୌଦ୍ୱାର, ୮।୭: କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍ ଏକ ଟ୍ରେଲର୍କୁ…
ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ
ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…
‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…
Archives

