ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୭।୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୫୫ (୪୫୪.୬୭) ପଏଣ୍ଟ ବଢି ୭୨,୧୮୬ (୭୨,୧୮୬.୦୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୫୮ (୧୫୭.୭୦) ପଏଣ୍ଟ ବୃଦ୍ଧି ଘଟି ୨୧,୯୨୯ (୨୧,୯୨୯.୪୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri