ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୧।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୭୮ (୩୭୮.୧୮) ପଏଣ୍ଟ ବଢି ୮୦,୮୦୩ (୮୦,୮୦୨.୮୬) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୨୬ (୧୨୬.୨୦) ପଏଣ୍ଟ ବୃଦ୍ଧି ଘଟି ୨୪,୬୯୯(୨୪,୬୯୮.୮୫) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri