ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩।୯ (ଅଭୟ ଦାଶ): କ୍ରମାଗତ ୧୦ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନସେକ୍ସ ୧୯୪ (୧୯୪.୦୭) ପଏଣ୍ଟ ବଢ଼ି ୮୨,୫୬୦ (୮୨,୫୫୯.୮୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସଇ)ର ନିଫ୍ଟି-୫୦ ରେ ମଧ୍ୟ ୪୩ (୪୨.୮୦) ପଏଣ୍ଟ ବୃଦ୍ଧି ଘଟି ୨୫,୨୭୯ (୨୫,୨୭୮.୭୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri