ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ୯୮(୯୭.୮୪) ପଏଣ୍ଟ ବଢି ୮୨,୯୮୯ (୮୨,୯୮୮.୭୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୨୭ (୨୭.୨୫) ପଏଣ୍ଟ ବୃଦ୍ଧି ଘଟି ୨୫,୩୮୪ (୨୫,୩୮୪.୭୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri