ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ ମନରେ ଉତ୍ସାହ ପରିଲକ୍ଷିତ ହୋଇଛି। ବୁଧବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୪୯ (୧୪୯.୩୧) ପଏଣ୍ଟ ବଢ଼ି ୬୫,୯୯୬ (୬୫,୯୯୫.୮୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୬୨ (୬୧.୭୦) ପଏଣ୍ଟ ବୃଦ୍ଧି ଘଟି ୧୯,୬୩୩ (୧୯,୬୩୨.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ କିଛିଦିନ ହେବ ଭାରତୀୟ ଶେୟାର ବଜାର କାରବାରରେ ଅସ୍ଥିରତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?