ଭୁବନେଶ୍ୱର,୨୨।୮: ଗତ କିଛି ସପ୍ତାହ ହେବ ଭାରତୀୟ ଶେୟାର ବଜାର କାରବାରରେ ଅସ୍ଥିରତା ଲାଗି ରହିଛି। ଏପରି କି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ ମନରେ ଉତ୍ସାହ ପରିଲକ୍ଷିତ ହୋଇଛି। ସୋମବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ର ସେନ୍ସେକ୍ସ ୨୬୭ (୨୬୭.୪୩) ପଏଣ୍ଟ ବଢି ୬୫,୨୧୬ (୬୫,୨୧୬.୦୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୮୩ (୮୩.୪୫) ପଏଣ୍ଟ ବୃଦ୍ଧି ଘଟି ୧୯,୩୯୪ (୧୯,୩୯୩.୬୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, କ୍ରମାଗତ ଦୁଇ ଦିନର କାରବାର ହ୍ରାସ ପରେ ସୋମବାର ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି।
ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…
ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍! ସୁପ୍ରିମକୋର୍ଟ କହିଲେ ବଡ଼କଥା
ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…
ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି
ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…
ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…
ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…
ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର
ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…
୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ
ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…
ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!
ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…
ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର
ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍ ସ୍ପିନର୍ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

