ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୫୫୬ (୫୫୫.୭୫) ପଏଣ୍ଟ ବଢ଼ି ୬୫,୩୮୭(୬୫,୩୮୭.୧୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୧୮୧ (୧୮୧.୫୦) ପଏଣ୍ଟ ବୃଦ୍ଧି ଘଟି ୧୯,୪୩୫ (୧୯,୪୩୫.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri