ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୫୫୬ (୫୫୫.୭୫) ପଏଣ୍ଟ ବଢ଼ି ୬୫,୩୮୭(୬୫,୩୮୭.୧୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ ରେ ମଧ୍ୟ ୧୮୧ (୧୮୧.୫୦) ପଏଣ୍ଟ ବୃଦ୍ଧି ଘଟି ୧୯,୪୩୫ (୧୯,୪୩୫.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।
ଗିଲ୍ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…
ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍ରେ ଶୁବମନ ଗିଲ୍ଙ୍କ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP
ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

