ନୂଆଦିଲ୍ଲୀ,୧୬।୯: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ପରିଲିକ୍ଷିତ ହୋଇଛି। ଶୁକ୍ରବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୯.୬୩ ପଏଣ୍ଟ ବଢି ୬୭,୮୩୮.୬୩ ଅଙ୍କରେ କାରବାର ବନ୍ଦ କରିଥିଲା ବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୮୯.୨୫ ପଏଣ୍ଟ ବୃଦ୍ଧି ଘଟି ୨୦,୧୯୨.୩୫ଅଙ୍କରେ କାରବାର ବନ୍ଦ ହୋଇଥିଲା।
ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…
ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍ଘାଟିତ…
ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ
ନୂଆଦିଲ୍ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼
ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…
ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ
ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…
ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….
ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…
ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…
ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…
୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…
ନିଆଁ ସହ ଚାଲିଛି ଖେଳ
ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…
Archives

