ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୯।୧୨:କେନ୍ଦ୍ରୀୟ ବ୍ୟାଙ୍କର ମୁଦ୍ରାନୀତି ବୈଠକ ଯୋଗୁ ଷ୍ଟକ୍‌ ବଜାରର ଫଳାଫଳ ଆଶା ଓ ଆଶଙ୍କା ମଧ୍ୟରେ ଶେଷ ହେଉଥିଲା। ଏପରିକି କେନ୍ଦ୍ରୀୟ ବ୍ୟାଙ୍କର ନିଷ୍ପତ୍ତି ସାଙ୍ଗକୁ ନିର୍ବାଚନୀ ଫଳାଫଳ ଓ ଶେୟାର ବଜାରର କାରବାର ଦଲାଲ ଷ୍ଟ୍ରିଟ୍‌ର ନିବେଶକଙ୍କ ମନରେ ଉତ୍ସାହ ଭରି ଦେଇଛି। କାରଣ କ୍ରମାଗତ ୪ ଦିନ ହେବ ଶେୟାର ବଜାରରେ ମାନ୍ଦାବସ୍ଥା ଜାରି ରହିଥିଲା। ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ନିବେଶକଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି। ଗୁରୁବାର ଷ୍ଟକ୍‌ ବଜାରର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନ୍‌ସେକ୍ସ ୧୬୦ (୧୬୦.୦୦) ପଏଣ୍ଟ ବଢ଼ି ୬୨,୫୭୧(୬୨,୫୭୦.୬୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୪୯ (୪୮.୮୫) ପଏଣ୍ଟ ବୃଦ୍ଧି ଘଟି ୧୮,୬୦୯ (୧୮,୬୦୯.୩୫) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri