ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୪।୧୨: ଦିନକର ମାନ୍ଦାବସ୍ଥା ପରେ ମଙ୍ଗଳବାର ଷ୍ଟକ୍‌ ବଜାରର ଫଳାଫଳ ଆଶା ଓ ଆଶଙ୍କା ମଧ୍ୟରେ ଶେଷ ହୋଇଛି। ଏପରିକି କେନ୍ଦ୍ରୀୟ ବ୍ୟାଙ୍କର ନିଷ୍ପତ୍ତି ସାଙ୍ଗକୁ ଖୁଚୁରା ମୁଦ୍ରାସ୍ଫୀତିର ଫଳାଫଳ ଓ ଶେୟାର ବଜାରର କାରବାର ଦଲାଲ ଷ୍ଟ୍ରିଟ୍‌ର ନିବେଶକଙ୍କ ମନରେ ଉତ୍ସାହ ଭରି ଦେଇଛି। ଫଳରେ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ଫେରିପାଇଛନ୍ତି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ନିବେଶକଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି। ମଙ୍ଗଳବାର ଷ୍ଟକ୍‌ ବଜାରର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନ୍‌ସେକ୍ସ ୪୦୩ (୪୦୨.୭୩) ପଏଣ୍ଟ ବଢ଼ି ୬୨,୫୩୩ (୬୨,୫୩୩.୩୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୧୧ (୧୧୦.୮୫) ପଏଣ୍ଟ ବୃଦ୍ଧି ଘଟି ୧୮,୬୦୮ (୧୮,୬୦୮.୦୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri