ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୪।୧: କ୍ରମାଗତ ୨ଦିନ ଲାଗି ଦଲାଲ ଷ୍ଟ୍ରିଟରେ ଉତ୍ସାହ ପରିଲିକ୍ଷୀତ ହୋଇଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇ ପାରିଛନ୍ତି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୨୬ (୧୨୬.୪୧) ପଏଣ୍ଟ ବଢି ୬୧,୨୯୪ (୬୧,୨୯୪.୨୦) ଅଙ୍କରେ ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୩୫ (୩୫.୧୦) ପଏଣ୍ଟ ବୃଦ୍ଧି ଘଟି ୧୮,୨୩୩ (୧୮,୨୩୨.୫୫) ଅଙ୍କରେ ବଜାର ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ଷ୍ଟୋନ କିଣିବ କ୍ୟାଫେ କଫି ଡେର ଟେକ୍‌ ପାର୍କ

ବେଙ୍ଗାଲୁରୁ,୧୬-୮: କଫି ଚେନ୍‌ ଅପରେଟନର କଫି ଡେ ଏଣ୍ଟରପ୍ରାଇଜେସ୍‌ ବେଙ୍ଗାଲୁରୁ ସ୍ଥିତ କମ୍ପାନୀର ଗ୍ଲୋବାଲ ଭିଲେଜ ଟେକ୍‌ ପାର୍କକୁ ବ୍ଲାକ୍‌ଷ୍ଟୋନକୁ ବିକ୍ରି କରିଦେବ ବୋଲି ବୁଧବାର...

ଜୁନ୍‌ରୁ ଗଡିବ ୨୦୦ ଅଣଏସି ଟ୍ରେନ

ନୂଆଦିଲ୍ଲୀ,୨୦।୫ – ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଅଣ ଏସି ପାସେଞ୍ଜର ଟ୍ରେନ ଚଳାଚଳ କରିବ। କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋୟଲ...

ବିଏସ୍‌-୪ ଯାନ ବିକ୍ରି ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୮-୩: ବିଏସ୍‌-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ଅବଧି ଆସନ୍ତା ମେ ମାସ ଶେଷ ଯାଏ ବଢାଇବାକୁ ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଏଫ୍‌ଏଡିଏ)...

ବାଲିଯାତ୍ରା ପରିସରରେ ରୁଚି ମଣ୍ଡପ

କଟକ,୯।୧୧: ରାଜ୍ୟର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ସଂସ୍ଥା ‘ରୁଚି’ର ସର୍ବବୃହତ୍‌ ଷ୍ଟଲ୍‌ କଟକ ବାଲିଯାତ୍ରା ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଡିସିପି ପିନାକ...

ସୋସିଆଲ ମିଡିଆ ଆଧାର ଲିଙ୍କ ନେଇ ପ୍ରସ୍ତାବ ନାହିଁ: ପ୍ରସାଦ

ନୂଆଦିଲ୍ଲୀ,୨୧-୧୧: ବ୍ୟକ୍ତିବିଶେଷଙ୍କ ଆଧାରକୁ ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ସହ ସଂଯୋଗ କରିବା ନେଇ କୌଣସି ପ୍ରସ୍ତାବ ନାହିଁ। କେନ୍ଦ୍ର ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ...

୧୦ ଦିନ ବନ୍ଦ ହୋଇପାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ

ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବ ଯୋଗୁ ଶେୟାର ବଜାରର ନିବେଶକ ଏବେ ଛାନିଆ ହୋଇ ରହିଛନ୍ତି। ଏହାକୁ ବିଚାର କରି ବମ୍ବେ ଷ୍ଟକ ଏକ୍ସଚେଞ୍ଜକୁ ୧୦ ଦିନ...

ହାଇକୋର୍ଟ ଗଲେ ନୀରବ ମୋଦି

ଲଣ୍ଡନ,୧।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦି ଲଣ୍ଡନ ହାଇକୋର୍ଟରେ ଜାମିନ ଲାଗି ଆବେଦନ କରିଛନ୍ତି। ସ୍ଥାନୀୟ ଓ୍ବେଷ୍ଟମିନିଷ୍ଟର କୋର୍ଟ ୩ ଥର ତାଙ୍କର ଜାମିନ...

୬ ହଜାର କୋଟିର କାରବାର କରିଛି କ୍ରାକର ଇଣ୍ଡଷ୍ଟ୍ରି

ନୂଆଦିଲ୍ଲୀ,୩୧।୧୦: କୋଭିଡ୍‌ ଯୋଗୁ ଗତ ଦୁଇବର୍ଷ ହେଲା ପାର୍ବଣ ଓ ଦୀପାବଳି ଭଳି ପ୍ରମୁଖ ପର୍ବ ବନ୍ଦ ରହିଥିଲା। ହେଲେ ଚଳିତବର୍ଷ କୋଭିଡ୍‌ ସଂକ୍ରମଣ ନିୟନ୍ତ୍ରଣରେ...

Advertisement
Archives

Model This Week