ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର,୬।୧୨:କ୍ରମାଗତ ୬ଷ୍ଠ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୩୧ (୪୩୧.୦୨) ପଏଣ୍ଟ ବଢ଼ି ୬୯,୨୯୬(୬୯,୨୯୬.୧୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୬୮ (୧୬୮.୩୦) ପଏଣ୍ଟ ବୃଦ୍ଧି ଘଟି ୨୦,୮୫୫ (୨୦,୮୫୫.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri