ନୂଆଦିଲ୍ଲୀ,୬।୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୩୭ (୧୩୭.୧୦) ପଏଣ୍ଟ ବଢି ୭୨,୦୨୬ (୭୨,୦୨୬.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୫୨ (୫୨.୨୦) ପଏଣ୍ଟ ବୃଦ୍ଧି ଘଟି ୨୧,୭୧୧ (୨୧,୭୧୦.୮୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…
ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…
ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…
ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ
ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…
ସୃଜନଶୀଳତାକୁ ପ୍ରାଧାନ୍ୟ
ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…
ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ
ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…
ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ
ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍ଘାଟିତ…
ଏଇ ଭାରତରେ
ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…
Archives

