ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୨୯ା୧୦: କ୍ରମାଗତ ୩ୟ ଦିନ ଲାଗି ଭାରତୀୟ ଶେୟାର ମାର୍କେଟର କାରବାର ଭଲ ରହିଛି। ଫଳରେ ଶେୟାର ବଜାରର ନିବେଶକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନ୍‌ସେକ୍ସ ୨୦୩ (୨୦୩.୦୧) ପଏଣ୍ଟ ବଢ଼ି ୫୯,୯୬୦ (୫୯,୯୫୯.୮୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୫୦ (୪୯.୮୫) ପଏଣ୍ଟ ବୃଦ୍ଧି ଘଟି ୧୭,୭୮୭ (୧୭,୭୮୬.୮୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଦଲାଲ ଷ୍ଟ୍ରିଟ୍‌ରେ ବ୍ୟାଙ୍କ, ଆଇଟି, ଏଫ୍‌ଏମ୍‌ସିଜି ଏବଂ ଅଟୋଶିଳ୍ପ ଓ ମେଟାଲ ଭଳି କ୍ଷେତ୍ରର ନିବେଶକଙ୍କ ପାଇଁ ବଜାର ଫଳାଫଳ ଭଲ ରହିଥିଲା। ସୂଚନାଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ପ୍ରଭାବ ଶେୟାର ବଜାରର କାରବାର ଉପରେ ପଡୁଛି। ଫଳରେ ଶେୟାର ବଜାରର ନିବେଶକଙ୍କ ମଧ୍ୟରେ ଏକ ପ୍ରକାର ଅସ୍ଥିରତା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri