ଫିଲ୍ମ ‘ଏମରଜେନ୍ସି’କୁ ନେଇ ବଢୁଛି ଉତ୍ସାହ: ସାମ୍ନାକୁ ଆସିଲା ମିଲିନ୍ଦଙ୍କ ଲୁକ୍‌

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ଅପକମିଙ୍ଗ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ପୂର୍ବରୁ ଏହାର ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଥିଲା। ଏହା ପରେ ଅଭିନେତା ଅନୁପମ ଖେର, ଶ୍ରେୟସ ତଲପଡେଙ୍କ ଲୁକ୍‌ ସାମ୍ନାକୁ ଆସିଥିଲା। ହେଲେ ବର୍ତ୍ତମାନ ମିଲିନ୍ଦ ସୋମନଙ୍କ ଲୁକ୍‌ ସାମ୍ନାକୁ ଆସିଛି। ଯେଉଁଥିରେ ମିଲିନ୍ଦଙ୍କୁ ସାମ ମାନେକ୍ସାଙ୍କ ଭୂମିକାରେ ନଜର ଆସିବେ। ତେବେ ଫିଲ୍ମକୁ ଦେଖିବା ପାଇଁ ଦର୍ଶକ ଉତ୍ସାହିତ ଅଛନ୍ତି। ଫିଲ୍ମ ରିଲିଜ୍‌ ହେବା ପରେ କ’ଣ ହେବ ସମୟ କହିବ । କିନ୍ତୁ ଏହାପୂର୍ବରୁ ଫିଲ୍ମର ଷ୍ଟାରକାଷ୍ଟଙ୍କ ଲୁକ୍‌ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଘାଇଲା କରୁଛି ଦିଶାଙ୍କ ଫଟୋ

ନୂଆଦିଲ୍ଲୀ,୩୦।୧୨: ଦିଶା ପଟାନିଙ୍କ ଅନ୍ତିମ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ପାଇଁ ପ୍ରଶଂସା ବ୍ୟବହାର ହେଉଥିବା ଶ୍ରେଷ୍ଠ ଶବ୍ଦ ମଧ୍ୟ କମ୍‌ ପଡ଼ିପାରେ। ଫଟୋଟି ହିଁ କିଛି ଏମିତି।...

ଝିଅର ପ୍ରଥମ ଝଲକ ଶେୟାର କଲେ ଆଦିତ୍ୟ

ବଲିଉଡ ଆକ୍ଟର ତଥା ସିଙ୍ଗର ଆଦିତ୍ୟ ନାରାୟଣ-ଶ୍ୱେତା ଅଗ୍ରୱାଲ ଗତ କିଛି ଦିନ ପୂର୍ବରୁ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଫେବୃୟାରୀ ୨୪ରେ ତାଙ୍କର...

‘ମେମୋରାଲାଇଜ୍ଡ’ କରି ରଖାଗଲା ସୁଶାନ୍ତଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଅଫେରା ରାଇଜର ପଥିକ ହୋଇସାରିଛନ୍ତି ସତ। ହେଲେ ତାଙ୍କ ସ୍ମୃତି ଆଜିବି ତାଙ୍କ ପ୍ରଶଂସକଙ୍କୁ ଅନ୍ୟମନସ୍କ...

ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା: ରାଗିଗଲେ ପ୍ରଶଂସକ

କିଛି ସେଲିବ୍ରିଟି ନିଜର ବ୍ୟକ୍ତିଗତ ଜୀବନକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ନାହିଁ। ଏହିପରି ଜଣେ ଦମ୍ପତି ହେଉଛନ୍ତି ଭାରତୀୟ କ୍ରିକେଟ ଦଳର...

କେବଳ ଏହି କାରଣ ପାଇଁ ଇଣ୍ଡଷ୍ଟ୍ରିର କୌଣସି ହିରୋଙ୍କୁ ବିବାହ କରି ନ ଥିଲେ ମାଧୁରୀ, ଜୁହି

ବଲିଉଡରେ ଏକ ସମୟ ଥିଲା ଯେତେବେଳେ ଲୋକେ ମାଧୁରୀ ଦୀକ୍ଷିତ ଏବଂ ଜୁହି ଚାୱଲାଙ୍କ ପାଇଁ ପାଗଳ ଥିଲେ। ସେହି ସମୟରେ ଏହି ଦୁଇ ଅଭିନେତ୍ରୀ...

ଜନ୍ମଦିନର ୫ ଦିନ ପରେ ଆଖିବୁଜିଲେ ଏହି ସୁପରମଡେଲ

ବ୍ରିଟିଶର ସୁପର ମଡେଲ ଷ୍ଟେଲା ଟେନାଣ୍ଟଙ୍କର ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ହୋଇଥିଲା। ଷ୍ଟେଲାଙ୍କ ମୃତ୍ୟୁ ନେଇ ତାଙ୍କ ପରିବାର...

ବିବାହ ପାଇଁ ଏସ୍‌ଓପି ଜାରି କଲେ କାଟ୍ରିନା

ମୁମ୍ବାଇ: ବଲିଉଡର କାଟ୍ରିନା କୈଫ ଏବଂ ଭିକି କୌଶଲ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ୯ ତାରିଖରେ ଏମାନଙ୍କ ବିବାହ ହେବା ନେଇ ସେମାନେ...

ପ୍ରିୟଙ୍କାଙ୍କ ସହ ଆକ୍ସନ ଫିଲ୍ମ କରିବାକୁ ଚାହୁଁଛନ୍ତି ପରିଣୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ନିଜର ଅପ୍‌ କମିଂ ଫିଲ୍ମ ‘ଜବରିଆ ଯୋଡି’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସେ ଅଭିନେତା ସିଦ୍ଧାର୍ଥ...

Advertisement
Archives

Model This Week