ନିମ୍ନମାନର ରାସ୍ତା କାମକୁ ନେଇ ଉତ୍ତେଜନା: କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଦୁର୍ଗମ ପଞ୍ଚାୟତ ଦନେକବାଡ଼ିର ପାଡ଼ନକେତା ଗ୍ରାମଦେଇ ଯାଇଥିବା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତାହା ଅତି ନିମ୍ନ ମାନର ହେଇଥିବା ପ୍ରତିବାଦରେ ଶନିବାର ଭୋର ସମୟରେ ଶତାଧିକ ଗ୍ରାମବାସୀ ଏକାଠି ହୋଇ ଉକ୍ତ ସଂପ୍ରସାରଣ ରାସ୍ତା କାମକୁ ବନ୍ଦ କରିଦେଇଛନ୍ତି। ଠିକା ସଂସ୍ଥାର ମନମୁଖି କାର୍ଯ୍ୟ ବିରୋଧରେ ଅଞ୍ଚଳବାସୀ ଏକାଠି ହୋଇ ନାରାବାଜି ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ବିଷ ଦେଇ ମା’ ପିଇଲେ

ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି...

ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ...

ପୁରୁଣା ଅଶ୍ୱତ୍ଥ ଗଛ ଉପୁଡ଼ି ଭଦ୍ରକ-ଆଖଣ୍ଡଳମଣି ମୁଖ୍ୟ ରାସ୍ତା ଅବରୋଧ

ଧାମନଗର ,୧୩।୧୧(ଡି.ଏନ.ଏ.)- ଭଦ୍ରକ କିଲା ଧାମନଗର ବ୍ଲକଦେଇ ଯାଇଥିବା ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାର ସୂର୍ଯ୍ୟପୁର ଛକରେ ଥିବା ଏକ ପୁରାତନ ବିରାଟ ଅଶ୍ୱତ୍ଥ ଗଛ...

କୋରାପୁଟ ଏମ୍‌ପି କରୋନା ପଜିଟିଭ

ଭୁବନେଶ୍ବର,୧୪।୧(ବ୍ୟୁରୋ): କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ଏମ୍‌ପି ଉଲ୍ଲାକା ଶୁକ୍ରବାର ଟୁଇଟ କରି ଏହି ସୂଚନା ଦେଇ କହିଛନ୍ତି। ଏମ୍‌ପି...

ଭୁଜାଲି ଦେଖାଇ ଏସ୍‌ବିଆଇ ଗ୍ରାହକ ସେବା ମାଲିକଙ୍କଠାରୁ ୩ ଲକ୍ଷ ଲୁଟ୍‌

କାମାକ୍ଷାନଗର,୨୫।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଟାଙ୍ଗରପଡା ନିକଟରୁ ସୋମବାର ବାଲିଗୋରଡ ଗ୍ରାମର ଏସ୍‌ବିଆଇ ଗ୍ରାହକ ସେବା ମାଲିକ ମନୋଜ କୁମାର ମହାନ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ୨...

ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅନ୍ତର୍ଗତ ପଦ୍ମପୁର ବୈତରଣୀ ନଦୀ ବାଲି ଘାଟରୁ ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଆନନ୍ଦପୁର ତହସିଲ ପକ୍ଷରୁ...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ହୀନସ୍ତା: ୯ ବର୍ଷ ହେଲା ଏକ୍ସ-ରେ ମେଶିନ ଅଚଳ

କାମାକ୍ଷାନଗର, ୨୬।୬(ଡି.ଏନ୍‌.ଏ.)- କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଥିବା ଏକ୍ସ-ରେ ମେଶିନ ୯ ବର୍ଷ ହେଲା ଅଚଳ ହୋଇପଡ଼ିଛି। କର୍ମଚାରୀ ଅଭାବ ସମସ୍ୟା ଆଳ ଦେଖାଇ ସ୍ବାସ୍ଥ୍ୟ...

ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା...

Advertisement
Archives

Model This Week