Posted inଜାତୀୟ

ଅହମଦାବାଦ ବିମାନ ଦୁର୍ଘଟଣାର ଲୋମଟାଙ୍କୁରା ଭିଡିଓ ଆସିଲା ସାମ୍ନାକୁ

ଅହମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଦୁର୍ଘଟଣାସ୍ଥଳରୁ ଆକାଶରେ ଘନ କଳା ଧୂଆଁ ଉଡ଼ୁଥିବା ଦେଖାଯାଇଥିଲା, ଯାହା ଫଳରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା।
ଏୟାର ଇଣ୍ଡିଆର ବିମାନ AI-171 ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଯାତ୍ରା କରିବାକୁ ଯାଉଥିଲା। ୨୪୨ ଜଣ ଯାତ୍ରୀ ଏଥିରେ ଥିଲେ ଏବଂ ବିମାନଟି ରନୱେରେ ଉଡ଼ାଣ ପାଇଁ ପ୍ରସ୍ତୁତ ଥିଲା।
ଅପରାହ୍ନ ୧ଟା ୧୭ରେ ଉଡ଼ାଣ ଭରିଥିଲା। ବିମାନ ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ କରିଥିଲା। ପ୍ରଥମ କିଛି ମିନିଟ ପାଇଁ ଉଡ଼ାଣ ସ୍ବାଭାବିକ ଥିଲା।
ବିମାନରେ ମୋଟ ୨୪୨ଜଣ ଥିଲେ, ଯେଉଁଥିରେ ୨୩୦ ଜଣ ବୟସ୍କ, ୨ ଜଣ ପିଲା ଏବଂ ୧୨ ଜଣ କ୍ରୁ ସଦସ୍ୟ (୧୦ ଜଣ କ୍ୟାବିନ କ୍ରୁ ଏବଂ ୨ ଜଣ ପାଇଲଟ) ଥିଲେ। ଦୁର୍ଘଟଣା ସମୟରେ, ବିମାନର କମାଣ୍ଡ ପାଇଲଟ-ଇନ-କମାଣ୍ଡ ସୁମିତ ସବରୱାଲ ଏବଂ ସହ-ପାଇଲଟ କ୍ଲାଇଭ କୁଣ୍ଡଙ୍କର ହାତରେ ଥିଲା। ଦୁର୍ଘଟଣା ପରେ ତୁରନ୍ତ ବିମାନବନ୍ଦର ଜରୁରୀକାଳୀନ ଦଳକୁ ସକ୍ରିୟ କରାଯାଇଥିଲା। ଘଟଣାସ୍ଥଳରୁ ବହୁତ ଦୂରରେ ଧୂଆଁର ବାଦଲ ଦେଖାଯାଉଛି। ମେଘାନୀନଗରରେ ଅନେକ କୋଠା କ୍ଷତିଗ୍ରସ୍ତ ହୋଇଛି। ଯୁଦ୍ଧ ସ୍ତରରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି। ଏବେ ଏହି ଦୁର୍ଘଟଣାର ଛାତିଥରା ଭିଡିଓ ସାମ୍ନାକୁ ଆସିଛି। ଯାହାକୁ ଦେଖଇଲେ ବିଶ୍ୱାସ କରି ହେଉନି।

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?