ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା ଘରୁ ସୋମବାର ଭୋର ସମୟରେ ଉଦ୍ଧାର କରାଯାଇଛି। ଭୋର ସମୟରେ ବାରି ପଟେ କିଛି ମହିଳାଙ୍କୁ ହାତ ଠାରି ଡାକିବା ପରେ ତାଙ୍କୁ ଗାଁ ଲୋକ ଉଦ୍ଧାର କରି ପୋଲିସ ଜିମା ଦେଇଥିଲେ। ଅମ୍ରିତଙ୍କୁ ଅପହରଣ କରି ଚାରିଦିନ ହେଲା ସେହି ଘରେ ରଖାଯାଇଥିବା ଜଣାପଡିଛି। ଜଣେ ସଂଖ୍ୟା ଲଘୁ ସମ୍ପ୍ରଦାୟର ବ୍ୟକ୍ତି ହାତ ଗୋଡ଼ ବାନ୍ଧି ରଖିଥିଲେ। ପୋଲିସ ଉଦ୍ଧାର ଛାତ୍ରଙ୍କୁ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି। ଅମ୍ରିତ ଏବେ ସୁସ୍ଥ ଅଛନ୍ତି। ତେବେ ତାଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମେଡିକାଲକୁ ନିଆଯିବ।
ଗତ ୧୫ ତାରିଖ ସାରେ କୁରାଳ ସୁବୁଦ୍ଧିସାହିର ଅମ୍ରିତ ପାତ୍ର (୧୨)ନାମକ ୭ମ ଶ୍ରେଣୀ ନାବାଳକ ଛାତ୍ର ବେଙ୍ଗେଇସାହିକୁ ଟ୍ୟୁସନ ଯାଇଥିଲେ। ସନ୍ଧ୍ୟା ସାଢେ ୭ଟାରେ ଘରକୁ ଫେରୁଥିଲେ। ଘର ପାଖାପାଖି ହୋଇଥିଲା। ପ୍ରାୟ ୫୦ ମିଟର ଯାଇଥିଲେ ଘର ପଡିଥାନ୍ତା। ହେଲେ ବାଉଁଶ ବୁଦା ମୂଳରୁ କୁଆଡେ ଉଭାନ ହୋଇଯାଇଥିଲେ। ଘରକୁ ନ ଫେରିବାରୁ ଖୋଜାଖୋଜି ଚାଲିଲା। ହେଲେ ଅମ୍ରିତଙ୍କର ପତ୍ତା ମିଳିଲାନି। ରାତି ପ୍ରାୟ ୧୨ଟାରେ ବାଉଁଶ ବୁଦା ମୂଳରୁ ଅମ୍ରିତଙ୍କର ସାଇକେଲ ମିଳିଥିଲା। ପୁଣି କିଛି ଲୋକ ବାଉଁଶ ବୂଦା ମୂଳରେ ଏକ ଭ୍ୟାନକୁ ଦେଖିବାକୁ ପାଇଥିଲେ। ଭ୍ୟାନଟି ଗାଁରେ ୩ରୁ ୪ଦିନ ହେଲା ପରିକ୍ରମା କରୁଥିଲା। ଏହି ଘଟଣାରେ ଅମ୍ରିତଙ୍କୁ ପୋଲିସ ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri