ମାଲାବାରରେ ‘ଏକ୍ସକ୍ଲୁସିଭ୍‌ ବ୍ରାଣ୍ଡେଡ୍‌ ଜୁଏଲେରି ଶୋ’

ଭୁବନେଶ୍ୱର,୧୩ା୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱର ଶହୀଦନଗରସ୍ଥିତ ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଶୁକ୍ରବାର ଏକ ୧୦ ଦିନିଆ ‘ଏକ୍ସକ୍ଲୁସିଭ ବ୍ରାଣ୍ଡେଡ୍‌ ଜୁଏଲେରି ଶୋ’ର ଶୁଭାରମ୍ଭ ହୋଇଯାଇଛି। ଏହି ଶୋ ଅଗଷ୍ଟ ୧୨ରୁ ୨୧ ପର୍ଯ୍ୟନ୍ତ ଜାରି ରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ଅବସରରେ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶହୀଦନଗର ଡେପୁଟି ଷ୍ଟୋର ହେଡ୍‌ ଅସ୍‌ନାଫ ଆକ୍ରାଲଙ୍କ ସମେତ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏହି ଶୋ ଜରିଆରେ ଉଭୟ ପ୍ରଦର୍ଶନୀ ଓ ବିକ୍ରୟ ପାଇଁ ଷ୍ଟୋରର ପ୍ରମୁଖ ଜେମ୍‌ସ ଅଳଙ୍କାର ସାଙ୍ଗକୁ ସୁନା ଓ ହୀରାର ଅନ୍ୟାନ୍ୟ ଡିଜାଇନ ସାମିଲ ରହିଛି। ସେଗୁଡ଼ିକ ହେଲା ମାଇନ, ଏରା, ପ୍ରେସିଆ, ଏଥିନିକ୍ସ, ଡିଭାଇନ, ହାଇ ଏବଂ ଷ୍ଟାରଲେଟ ଭଳି ହୀରା ଓ ରତ୍ନପଥରର ଅନ୍ୟାନ୍ୟ ସଂଗ୍ରହ ଉଭୟ ବିକ୍ରି ଓ ପ୍ରଦର୍ଶନୀ ପାଇଁ ଉପଲବ୍ଧ। ଅପରପକ୍ଷରେ ମାଲାବାର ହେଉଛି ଏକ ବିଶ୍ୱସନୀୟ ଅଳଙ୍କାର ବ୍ରାଣ୍ଡ, ଏହାର ସମସ୍ତ ଅଳଙ୍କାର ୧୦୦% ଗୁଣାତ୍ମକ ଏବଂ ଶୁଦ୍ଧ ବୋଲି ଗ୍ରାହକଙ୍କର ଦୀର୍ଘଦିନର ବିଶ୍ୱାସ ରହିଛି। ସେହିଭଳି ମାଲାବାର ତା’ର ବ୍ୟବସାୟର ସିଂହ ଭାଗ ଲାଭ ସାମାଜିକ କାର୍ଯ୍ୟ (ସିଏସ୍‌ଆର୍‌) ରେ ବିନିଯୋଗ କରିଥାଏ ବୋଲି ଅସ୍‌ନାଫ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?