ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ‘ବ୍ରାଇଡାଲ ବ୍ଲେସିଂସ୍‌’ ଅଫର

ଭୁବନେଶ୍ୱର,୨୬।୧: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ସ୍ବତନ୍ତ୍ର ଭାବେ ପରିକଳ୍ପିତ ‘ବ୍ରାଇଡାଲ ବ୍ଲେସିଂସ୍‌’ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବିବାହ ଋତୁରେ ଖିମ୍‌ଜୀ ଜୁଏଲର୍ସ ବଧୂମାନଙ୍କର ବଡ଼ ଦିନକୁ ଅଧିକ ସ୍ମରଣୀୟ କରିବା ପାଇଁ ବ୍ରାଇଡାଲ ଅଳଙ୍କାରର ବ୍ୟାପକ ସମ୍ଭାର ସଂଗ୍ରହ ସହ ବ୍ରାଇଡାଲ ବ୍ଲେସିଂସ ଅଫର ବେଶ୍‌ ସହାୟକ ହେବ ବୋଲି କୁହାଯାଇଛି। ଏପରିକି ଏହି ଅଫର ଚଳିତ ବର୍ଷ ଜାନୁୟାରୀ ୨୦ରୁ ଆରମ୍ଭ ହୋଇଯାଇଛି।

ବିଶେଷକରି ଏହା ଜରିଆରେ ଗ୍ରାହକମାନେ ୩୦,୦୦୦ ଟଙ୍କା ମୂଲ୍ୟର ସୁନା ଅଳଙ୍କାରର ପ୍ରତ୍ୟେକ କ୍ରୟ ଉପରେ ଗୋଟିଏ ସ୍ବର୍ଣ୍ଣମୁଦ୍ରା ଏବଂ ୩୦,୦୦୦ ଟଙ୍କା ମୂଲ୍ୟର ହୀରା ଅଳଙ୍କାରର ପ୍ରତ୍ୟେକ କ୍ରୟ ଉପରେ ୨ଟି ସ୍ବର୍ଣ୍ଣମୁଦ୍ରା ପାଇପାରିବେ। ଏ ସମ୍ପର୍କରେ ଖିମ୍‌ଜୀ ଗ୍ରୁପ୍‌ର ନିର୍ଦ୍ଦେଶକ ମିତେଶ୍‌ ଖିମ୍‌ଜୀ କହିଛନ୍ତି, ବଧୂମାନଙ୍କ ପାଇଁ ଗହଣା ଖାଲି କ୍ରୟ ନୁହେଁ ବରଂ ଏହା ତାଙ୍କ ଭାବନା ସହ ଜଡ଼ିତ ଅନେକ କାହାଣୀ। ବିଶେଷକରି ଖିମ୍‌ଜୀ ଜୁଏଲର୍ସ ଉକ୍ତ ଭାବନାକୁ ବଜାୟ ରଖିବା ସହ ନିଜର କର୍ତ୍ତବ୍ୟ ବୋଲି ଭାବି ଆସିଛି। ଏପରିକି ଆମର ସ୍ବତନ୍ତ୍ର ‘ବ୍ରାଇଡାଲ ବ୍ଲେସିଂସ୍‌’ ସଂଗ୍ରହ ଓ ସୁନା ମୁଦ୍ରାର ଅଫର ଗ୍ରାହକମାନଙ୍କୁ ଅଧିକ ଆକର୍ଷିତ କରିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri