ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ‘ବ୍ରାଇଡାଲ ବ୍ଲେସିଂସ୍‌’ ଅଫର

ଭୁବନେଶ୍ୱର,୨୬।୧: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ସ୍ବତନ୍ତ୍ର ଭାବେ ପରିକଳ୍ପିତ ‘ବ୍ରାଇଡାଲ ବ୍ଲେସିଂସ୍‌’ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବିବାହ ଋତୁରେ ଖିମ୍‌ଜୀ ଜୁଏଲର୍ସ ବଧୂମାନଙ୍କର ବଡ଼ ଦିନକୁ ଅଧିକ ସ୍ମରଣୀୟ କରିବା ପାଇଁ ବ୍ରାଇଡାଲ ଅଳଙ୍କାରର ବ୍ୟାପକ ସମ୍ଭାର ସଂଗ୍ରହ ସହ ବ୍ରାଇଡାଲ ବ୍ଲେସିଂସ ଅଫର ବେଶ୍‌ ସହାୟକ ହେବ ବୋଲି କୁହାଯାଇଛି। ଏପରିକି ଏହି ଅଫର ଚଳିତ ବର୍ଷ ଜାନୁୟାରୀ ୨୦ରୁ ଆରମ୍ଭ ହୋଇଯାଇଛି।

ବିଶେଷକରି ଏହା ଜରିଆରେ ଗ୍ରାହକମାନେ ୩୦,୦୦୦ ଟଙ୍କା ମୂଲ୍ୟର ସୁନା ଅଳଙ୍କାରର ପ୍ରତ୍ୟେକ କ୍ରୟ ଉପରେ ଗୋଟିଏ ସ୍ବର୍ଣ୍ଣମୁଦ୍ରା ଏବଂ ୩୦,୦୦୦ ଟଙ୍କା ମୂଲ୍ୟର ହୀରା ଅଳଙ୍କାରର ପ୍ରତ୍ୟେକ କ୍ରୟ ଉପରେ ୨ଟି ସ୍ବର୍ଣ୍ଣମୁଦ୍ରା ପାଇପାରିବେ। ଏ ସମ୍ପର୍କରେ ଖିମ୍‌ଜୀ ଗ୍ରୁପ୍‌ର ନିର୍ଦ୍ଦେଶକ ମିତେଶ୍‌ ଖିମ୍‌ଜୀ କହିଛନ୍ତି, ବଧୂମାନଙ୍କ ପାଇଁ ଗହଣା ଖାଲି କ୍ରୟ ନୁହେଁ ବରଂ ଏହା ତାଙ୍କ ଭାବନା ସହ ଜଡ଼ିତ ଅନେକ କାହାଣୀ। ବିଶେଷକରି ଖିମ୍‌ଜୀ ଜୁଏଲର୍ସ ଉକ୍ତ ଭାବନାକୁ ବଜାୟ ରଖିବା ସହ ନିଜର କର୍ତ୍ତବ୍ୟ ବୋଲି ଭାବି ଆସିଛି। ଏପରିକି ଆମର ସ୍ବତନ୍ତ୍ର ‘ବ୍ରାଇଡାଲ ବ୍ଲେସିଂସ୍‌’ ସଂଗ୍ରହ ଓ ସୁନା ମୁଦ୍ରାର ଅଫର ଗ୍ରାହକମାନଙ୍କୁ ଅଧିକ ଆକର୍ଷିତ କରିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri