Odisha Elections 2024

ଜିଓ-ବିପିର ସ୍ବତନ୍ତ୍ର କ୍ୟାମ୍ପେନିଂ

ଭୁବନେଶ୍ୱର,୯ା୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅନ୍ୟତମ କମ୍ପାନୀ ଜିଓ-ବିପି ପକ୍ଷରୁ ‘ୟୁ-ଡିଜର୍ଭ-ମୋର’ଶୀର୍ଷକ ଏକ ସ୍ବତନ୍ତ୍ର କ୍ୟାମ୍ପେନିଂର ଶୁଭାରମ୍ଭ କରାଯାଇଛି। ବିଶେଷକରି ଏହି ଅଭିଯାନ ୪.୩% ପର୍ଯ୍ୟନ୍ତ ମାଇଲେଜ୍‌ ଏବଂ ପେଟ୍ରୋଲ ପ୍ରଦାନ କରୁଥିବା ଡିଜେଲକୁ ସ୍ପର୍ଶ କରିଥାଏ, ଯାହା ଅନ୍ତର୍ଜାତୀୟସ୍ତରରେ ବିକଶିତ ବେସ୍‌ପୋକ ‘ଏକ୍‌ଟିଭ’ଟେକ୍ନୋଲୋଜି ମାଧ୍ୟମରେ ଇଞ୍ଜିନଗୁଡ଼ିକୁ ୧୦ଏକ୍ସ କ୍ଲିନର ରଖିଥାଏ। ଏହା ଶୀଘ୍ର ବଢୁଥିବା ଜିଓ-ବିପି ପଲ୍ସ ଇଭି ଚାର୍ଜିଂ ପଏଣ୍ଟ ନେଟ୍‌ୱାର୍କ ସହିତ କୌଣସି ଅତିରିକ୍ତ ମୂଲ୍ୟରେ ନ ଥାଏ। ସେହିଭଳି ଜିଓ-ବିପି ମୋବିଲିଟି ଷ୍ଟେଶନର ଦେଶବ୍ୟାପୀ ନେଟ୍‌ୱର୍କରେ ଅନ୍ୟାନ୍ୟ ସୁବିଧା ଆଦି ଉପଲବ୍ଧ ରହିଥାଏ।

ଉଲ୍ଲେଖଯୋଗ୍ୟ, ଦେଶର ଏକ ଅଗ୍ରଣୀ ମୋବିଲିଟି ସମାଧାନ ପ୍ରଦାନକାରୀ ‘ଜିଓ-ବିପି’ (ରିଲାଏନ୍ସ ବିପି ମୋବିଲିଟି ଲିମିଟେଡ୍‌ର ଅପରେଟିଂ ବ୍ରାଣ୍ଡ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଆଣ୍ଡ ବିପିର ଇନ୍ଧନ ଏବଂ ଖୁଚୁରା ମିଳିତ ଉଦ୍ୟମ)ର ନୂତନ ଅଭିଯାନ ‘ୟୁ-ଡିଜରଭ-ମୋର’ଅଭିଯାନ ଆରମ୍ଭ କରାଯାଇଛି। ବିଶେଷକରି ଏହା ଇଣ୍ଡିଆର ଇନ୍ଧନ ଅଭିଜ୍ଞତାକୁ ବଢାଇବାରେ ଗ୍ରାହକଙ୍କୁ ବେଶ୍‌ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଶ୍ରୀଲଙ୍କାରେ ବି ଚାଲିବ UPI

ନୂଆଦିଲ୍ଲୀ,୧୬।୫: ଏଣିକି ଶ୍ରୀଲଙ୍କାରେ ମଧ୍ୟ ଚାଲିବ ଫୋନ୍‌ ପେ’। କମ୍ପାନୀ ଲଙ୍କା ପେ’ ସହ ସହଭାଗିତା ଘୋଷଣା କରିଛି। ଏହାଦ୍ୱାରା ବ୍ୟବହାରକାରୀ ଶ୍ରୀଲଙ୍କାରେ ୟୁପିଆଇ ଯେଗେ...

ଟାଟା ଷ୍ଟିଲ୍‌କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ...

ଟେକ୍ନୋଲୋଜି କ୍ଷେତ୍ରରେ ଝିଅମାନଙ୍କ ସମାନ ଭାଗୀଦାରି ରହୁ: ଈଶା

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଚତୁର୍ଥ ଶିଳ୍ପ ବିପ୍ଳବର ଏହି ଡିଜିଟାଲ ଯୁଗରେ ଯଦି ଭାରତକୁ ବିଶ୍ୱର ଅଗ୍ରଣୀ ଭାବେ ଉଭା ହେବାର ଅଛି,ତେବେ ଝିଅମାନଙ୍କୁ ଆଗକୁ...

୨୦୪୭ ସୁଦ୍ଧା ଜିଡିପିର ୬% ଖର୍ଚ୍ଚକରି ଭାରତକୁ ବିକଶିତ କରିବାକୁ ପଡ଼ିବ

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଦେଶର ଅର୍ଥନୀତି ଏହାର ଶିକ୍ଷା ସହ ସିଧାସଳଖ ଜଡ଼ିତ। ଭାରତର ରାଜନୈତିକ ଦଳଗୁଡ଼ିକ ଶିକ୍ଷା କ୍ଷେତ୍ରକୁ ଗମ୍ଭୀରତାର ସହ ନେବା ଉଚିତ...

ସୁନା ଋଣ ପ୍ରଦାନରେ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡ଼ିକୁ ସୁନା ଋଣ ପରିମାଣ, ନିଲାମ ପ୍ରକ୍ରିୟା ଏବଂ ନଗଦ ବିତରଣ...

Featured Video Play Icon

ଶୀଘ୍ର କରନ୍ତୁ e-kyc ନଚେତ୍ ଖାତାରୁ କଟିିଯିବ ସବସିଡି

ଏଲପିଜି ସବସିଡି ପାଇବା ପାଇଁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ସେମାନଙ୍କୁ ମେ ୩୧ ପର୍ଯ୍ୟନ୍ତ ସମୟ ଦିଆଯାଇଛି। କେନ୍ଦ୍ର ସରକାର ଜାରି କରିଥିବା ନୂତନ ନିୟମାବଳୀ...

ଏହି ଜମା ଉପରେ ସୁଧ ହାର ବଢ଼ାଇଲା ଏସବିଆଇ

ମୁମ୍ବାଇ,୧୫ା୫: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର, ନିର୍ଦ୍ଦିଷ୍ଟ ସ୍ଥିର ଜମା (ଏଫଡି) ଉପରେ ସୁଧ ହାରକୁ ୨୫-୭୫ ଆଧାର ପଏଣ୍ଟ କିମ୍ବା ୦.୨୫%...

ଖୁସି ଖବର ଦେଲା ଏସ୍‌ବିଆଇ: ବଢାଇଲା ସୁଧ ହାର

ନୂଆଦିଲ୍ଲୀ,୧୫।୫: ଦେଶର ସର୍ବୋଚ୍ଚ ପବ୍ଲିକ ସେକ୍ଟର ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏହାର ସ୍ଥିର ଜମା ଯୋଜନାର ସୁଧ ହାରରେ ପରିବର୍ତ୍ତନ କରିଛି। ବ୍ୟାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri