ଲାଲ୍‌ଚାନ୍ଦ ଷ୍ଟୋରରେ ଏକାନୀ ବ୍ରାଣ୍ଡ୍‌ର ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ଧନ୍‌ତେରସ ଏବଂ ଦୀପାବଳିକୁ ଦୃଷ୍ଟିରେ ରଖି ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଗ୍ରାହକଙ୍କ ପାଇଁ ନୂଆ ନୂଆ ଯୋଜନା କରାଯାଉଛି। ଏହି କ୍ରମରେ କଟକ କ୍ୟାଣ୍ଟେନମେଣ୍ଟ ରୋଡ୍‌ରେ ଥିବା ଲାଲ୍‌ଚାନ୍ଦ ଷ୍ଟୋରରେ ଲକ୍‌ଜୁରି ଲାଇଫ୍‌ଷ୍ଟାଇଲ୍‌ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି ପ୍ରଦର୍ଶନୀରେ ଲକ୍‌ଜରି ଲାଇଫ୍‌ଷ୍ଟାଇଲ୍‌ କଲେକଶନ ସହ ବିଭିନ୍ନ ପ୍ରକାର ଘର ସାଜସଜ୍ଜା ସାମଗ୍ରୀ ଏବଂ ଆକର୍ଷଣୀୟ ଗହଣା ବିକ୍ରି ହେଉଛି। ଦୀପାବଳିରେ ଉପହାର ଦେବା ପାଇଁ ଏକାନୀ ବ୍ରାଣ୍ଡ୍‌ର ସ୍ବତନ୍ତ୍ର ଦୀପାବଳି ଉପହାର ଏବଂ କର୍ପୋରେଟ୍‌ ଗିଫ୍ଟ ପ୍ରଦାନ କରାଯାଉଛି। ଏଥିସହ ୱେଡିଂ କଲେକଶନ, ଡିଭାଇନ୍‌ କଲେକଶନ୍‌, ଜୁଏଲେରି ବକ୍ସ, ଫଟୋ ଫ୍ରେମ୍‌, କ୍ୟାଣ୍ଡେଲ୍‌ ଷ୍ଟାଣ୍ଡ୍‌, ସେଣ୍ଟର ପିସେସ୍‌, ବେବି ଗିଫ୍ଟ, ଟେବୁଲ ୱେୟାର ଆଦି ବିଭିନ୍ନ ପ୍ରକାର ବ୍ରାଣ୍ଡେଡ୍‌ ଏବଂ ଲକ୍‌ଜୁରି ଆଇଟମ୍‌ ମଧ୍ୟ ରହିଛି। ଦୀପାବଳି ପାଇଁ ଡ୍ରାଏ ଫ୍ରୁଟସ୍‌ ବକ୍ସ ମଧ୍ୟ ପ୍ରଦର୍ଶନୀରେ ମିଳୁଛି। ଏହି ପ୍ରଦର୍ଶନୀ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଲାଲ୍‌ଚାନ୍ଦ ଜୁଏଲର୍ସ ଷ୍ଟୋରରେ ବ୍ରାଣ୍ଡେଡ୍‌ ଆଇଟମ୍‌ର ମୂଲ୍ୟ ଉପରେ ସ୍ବତନ୍ତ୍ର ରିହାତି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri